State

ଆସନ୍ତାକାଲି ୧୨ଟା ପୂର୍ବରୁ ଆସିବ ସୁଭଦ୍ରା ଟଙ୍କା

ଦିନ ୧୨ଟା ପୂର୍ବରୁ ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା

ଓପିଏସସିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କରିଲେ ଅରୁଣ ଷଡ଼ଙ୍ଗୀ

ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି।

ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ

ଏଥିରେ ଆସନ୍ତା ୧୪ ତାରିଖରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାକୁ ଥିବା କାର୍ତ୍ତିକ ମାସର ବାଳଧୂପ ନୀତି ନିର୍ଘଣ୍ଟ ଅନୁମୋଦନ ହେବ

ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଟ୍ରାଫିକ କଟକଣା

ଆସନ୍ତା ୯ ତାରିଖରୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ବରରେ ଟ୍ରାଫିକ କଟକଣା ଜାରି ରହିବ

ଦୀର୍ଘ ସମୟ ଧରି ବୁଲିଲା ଶବ

ମେଡିକାଲ୍ରୁ ଶ୍ମଶାନ୍, ଶ୍ମଶାନରୁ ମେଡିକାଲ୍। ବଞ୍ଚିଥିବା ଭାବି ସାହି ଭାଇ ଓ ପରିବାର ଲୋକ ଆଜି ମୃତଦେହକୁ ଧରି ଏମିତି ହଲ୍ଲାପଟା ହୋଇଛନ୍ତି।

ବଦଳିବ ସରକାରୀ କୋଠାରୀର ରଙ୍ଗ

ପୂର୍ତ୍ତ ବିଭାଗର ପ୍ରମୁଖ ଇଞ୍ଜିନିୟର ତଥା ସ୍ୱତନ୍ତ୍ର ସଚିବ ଏନେଇ ସମସ୍ତ ମୁଖ୍ୟ ଇଞ୍ଜିନିୟରମାନଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି।

କେନ୍ଦ୍ରକୁ ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ

୧୨ କମ୍ପାନୀ ସିଏପିଏଫ୍‌ ଓ ଗୋଟିଏ ହେଲିକପ୍ଟର ପାଇଁ ଦାବି କରିଛି

ଦ୍ଵିତୀୟ ପର୍ଯ୍ୟାୟ ପୂର୍ବରୁ ଏକ ଟଙ୍କା ପଠାଯାଇ ନାହିଁ

ତେବେ ସନ୍ଧ୍ୟାରେ ସରକାରଙ୍କ ପକ୍ଷରୁ ଏହି ଖବରକୁ ଖଣ୍ଡନ କରାଯାଇଛି।

ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ଛୁଇଁଲା ୧ କୋଟି

ବାରିପଦାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଦାନ କରିବେ ଦ୍ଵିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି

ଆଜି ‘ସୁଭଦ୍ରା’ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ...

ଆଜି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧ଟଙ୍କା

ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ

ଆଜି ସନ୍ଧ୍ୟାରୁ ହେବାକୁ ଥିବା ବସ୍ ଧର୍ମଘଟ ପ୍ରତ୍ୟାହାର ନିଷ୍ପତ୍ତି ନେଇଛି ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ୍ ମାଲିକ ସଂଘ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ରିପୋର୍ଟ ଉପରେ ସମସ୍ତଙ୍କ ନଜର

ଆଗକୁ ଦୁର୍ଗାପୂଜା ଓ ସପ୍ତାହ ପରେ ପବିତ୍ର କାର୍ତ୍ତିକ ମାସ ଆରମ୍ଭ । ଶ୍ରୀମନ୍ଦିରରେ ଜଗା ଦର୍ଶନ ନିମନ୍ତେ ଦୁର୍ଗାପୂଜା ଛୁଟିରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢ଼ିବ

କନ୍ଦାଇଲାଣି ପରିବା ଦର

ରବିବାର ଭୁବନେଶ୍ୱର ବଜାରରେ ଟମାଟୋ କିଲୋ ୧୦୦ ଟଙ୍କା ଛୁଇଁଛି

ଦୟା ନଦୀରେ କୁମ୍ଭୀର ଆତଙ୍କ

ପିପିଲିରେ କୁମ୍ଭୀର ଭୟ

ଇଣ୍ଡି ମେଣ୍ଟ ଆଡ଼କୁ ଢଳୁଛି କି ବିଜେଡି

କ୍ଷମତାରୁ ଯିବା ପରେ ବିଜେଡି ତାର ରାଜନୈତିକ ଷ୍ଟ୍ରାଟେଜି ବଦଳାଉଛି କି, ତା ଉପରେ ନଜର

ଡିଜେ ପରେ ପାରମ୍ପରିକ ବାଜା ମଧ୍ୟ ବନ୍ଦ

ନିୟମ ନମାନିଲେ ଜବତ ହେବ ବାଦ୍ୟଯନ୍ତ୍ର .. କଟକଣାକୁ ନେଇ ଅସନ୍ତୋଷ ଝାଡିଲେ ପୂଜା କମିଟି

ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା

ଆସନ୍ତାକାଲି ସଂଧ୍ୟାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି

ଗର୍ଭବତୀଙ୍କୁ ଦିଆଯାଇଛି Expiry ମେଡିସିନ୍

ଗର୍ଭବତୀଙ୍କୁ ଦିଆଯାଇଛି ଏକ୍ସପାଇରୀ ମେଡିସିନ୍

ପୂଜାରେ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ୍‌

ଏହା ବ୍ୟତୀତ ଅତିରିକ୍ତ ଭାବରେ ୧୪ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ୍‌ ପୂର୍ବତଟ ରେଳପଥ ପରିସୀମା ମଧ୍ୟଦେଇ ଦେଶର ବିଭିନ୍ନ ପ୍ରାନ୍ତକୁ ଗତି କରିବା ସହିତ ପାଖାପାଖି...