State

ଦୁଇଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ

ଏହା ବୁଧବାରଠାରୁ ଆରମ୍ଭ ହୋଇ ଦୁଇ ଦିନ ପର୍ଯ୍ୟନ୍ତ ଚାଲିବ । ଏହି କାରଣରୁ ଗଭୀର ସମୁଦ୍ରରେ ଇଣ୍ଡିଆନ ନ୍ୟାଭି ଓ କୋଷ୍ଟଗାର୍ଡ ପଇଁତରା ମାରୁଛନ୍ତି ।

ଏଥର ମଦ ଓ ପ୍ଲାଷ୍ଟିକ୍ ମୁକ୍ତ ଦୁର୍ଗାପୂଜାକୁ ଗୁରୁତ୍ୱ

ଜଗତଜନନୀ ମା’ ଦୁର୍ଗାଙ୍କ ଶାରଦୀୟ ପୂଜା ପାଇଁ ପୀଠ ଓ ମଣ୍ଡପରେ ଜୋରଦାର ପ୍ରସ୍ତୁତି ‌ଚାଲିଛି

ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ ଯାଞ୍ଚ ହେବ

ଆନ୍ଧ୍ରପ୍ରଦେଶର ତିରୁପତି ବାଲାଜୀ ମନ୍ଦିର ଲଡୁ ଅପମିଶ୍ରିତ ଘିଅରେ ତିଆରି ହେଉଥିବା ବିବାଦ ସାମ୍ନାକୁ ଆସିବା ପରେ ସତର୍କ ହୋଇଛନ୍ତି ଓଡ଼ିଶା ସରକାର

ରାଜଧାନୀର ବଡ଼ ହସ୍ପିଟାଲରେ ବଡ଼ ଅବ୍ୟବସ୍ଥା

କ୍ୟାପିଟାଲ ହସ୍ପିଟାଲ ପରିସରରୁ ହଟୁନି ଅଳିଆ। ସଫେଇ କର୍ମଚାରୀଙ୍କ ଧାରଣା ଯୋଗୁ ଅଳିଆ ଉଠି ପାରୁନାହିଁ

ଭରତପୁର ଥାନାରେ ଲାଗିବ 25ଟି CCTV

ଭରତପୁର ଥାନାରେ ଆର୍ମି ପୋଲିସ ଲଢେଇ ଘଟଣା ପରେ ଚେତିଲା ପୋଲିସ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୀଡ଼ିତା, କହିଲେ- ସବୁ ଅନୁରୋଧ ରଖିଛନ୍ତି...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ଧରୁନି

ଭରତପୁର ଥାନାରେ ନୂଆ IICଙ୍କ ପୂଜାପାଠ

ଚର୍ଚ୍ଚିତ ଭରତପୁର ଥାନାରେ ନୂଆ ଆଇଆଇସି କଲେ ପୂଜାପାଠ

ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ

ଉତ୍ତର ଆଣ୍ଡାମାନ ସାଗର ଉପରେ ୨୨ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ

୨୩ ତାରିଖ ଯାଏଁ ରତ୍ନଭଣ୍ଡାର ଯାଞ୍ଚ ଜାରି ରହିବ

ମହାପ୍ରଭୁଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଆଜିଠାରୁ ଯାଞ୍ଚ ଆରମ୍ଭ ହୋଇଛି

ପ୍ରଥମ ସ୍କ୍ରବ ଟାଇଫସ୍ ରୋଗୀ ଙ୍କ ମୃତ୍ୟୁ

ବୌଦ୍ଧ ଜିଲ୍ଲା କଣ୍ଟାମାଲ ରେ ପ୍ରଥମ ସ୍କ୍ରବ ଟାଇଫସ ରୋଗୀ ଙ୍କ ମୃତ୍ୟୁ

ପୋଲିସ ଉପରକୁ କଂଗ୍ରେସର ଅଣ୍ଡା-ଟମାଟୋ ମାଡ଼

ଭରତପୁର ଥାନାରେ ମେଜର୍ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ତେଜିଛି ରାଜନୀତି

୭ ଯୁବକଙ୍କୁ ନେଇ ସିନ୍ ରିକ୍ରିଏସନ୍

ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣାରେ ୭ ଯୁବକଙ୍କୁ ନେଇ ସୁନ୍ଦରପୁରରେ ସିନ୍ ରିକ୍ରିଏସନ୍...

ରାଜଭବନ ସମ୍ମୁଖରେ ବିଜେଡିର ବିକ୍ଷୋଭ

ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ଦିଆଯାଇଥିବା ନିର୍ୟାତନାକୁ ନିନ୍ଦା କରିବା ସହ ନ୍ୟାୟିକ ତଦନ୍ତ ଦାବି କରିଛି ବିଜୁ ଜନତା ଦଳ

କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ ହେବ

ମୁଁ ବି ଜଣେ ଖେଳାଳି। ଫୁଟବଲ୍, କ୍ରିକେଟ୍ ଖେଳୁଥିଲି। ଭଲ ଭଲିବଲ୍ ବି ଖେଳୁଥିଲି।

ସତ କିଏ କହୁଛନ୍ତି? ଡିସିପି ନା ମେଜରଙ୍କ ବାନ୍ଧବୀ

ଏ ସବୁର ଉତ୍ତର ଖୋଜା ଭିତରେ ଆଜି ସାମ୍ନାକୁ ଆସିଛି ଭରତପୁର ପୁଲିସର ଆଉ ଏକ ମିଛ ଅଭିଯୋଗ।

କେନ୍ଦୁଝରରେ ହେବ ବୃହତ୍‌ ଇସ୍ପାତ କାରଖାନା: ମୁଖ୍ୟମନ୍ତ୍ରୀ

ନୂଆ ଓଡ଼ିଶା ଗଠନ କରିବାକୁ ଆହ୍ବାନ ଆସିଛି।

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ।

ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏସ୍‌ଓପି ଅନୁସାରେ ଏହି ସର୍ଭେ କରାଯିବ ।

ପୂର୍ବରୁ ଅନେକ ଥର ଧମକ ଦେଇଦେଇ ଶେଷରେ ବିଷ ଦେଇ ମାରିଦେଲା

ଲୋକପ୍ରିୟ ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି