State

ଆସନ୍ତା ୧୩ ତାରିଖରୁ ଓଡ଼ିଶାରେ ବର୍ଷା

ଆଗ ପଛ ହୋଇ ଦୁଇଟି ଲଘୁଚାପ ଦାନା ବାନ୍ଧିପାରେ ବଙ୍ଗୋପସାଗରରେ । ଏହା ପ୍ରଭାବରେ ବର୍ଷା ପ୍ରକୋପ ବଢ଼ିବା ସମ୍ଭାବନା ଅଛି ।

ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ନବୀନ ପଟ୍ଟନାୟକଙ୍କ ଚିଠିର ଜବାବ ଦେଲେ ସିଏମ୍‌ ମାଝୀ

ଆପଣଙ୍କ ପରାମର୍ଶ ସବୁବେଳେ ମୋ ପାଇଁ ଗ୍ରହଣୀୟ’: ନବୀନ ପଟ୍ଟନାୟକଙ୍କ ଚିଠିର ଜବାବ ଦେଲେ ସିଏମ୍‌ ମାଝୀ

ଆଡପ ପହଣ୍ଡିବେଳେ ଅଘଟଣ

ପହଣ୍ଡି ବିଜେ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଉପସ୍ଥିତ ରହିବା କଥା । କିନ୍ତୁ ସେ ଦାୟିତ୍ୱରେ ଅବହେଳା କରିଛନ୍ତି । ପହଣ୍ଡି ସମୟରେ ଅନେକ ଅନଧିକୃତ ସେବାୟତ...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

କଳାକୃତି ଦେଖି ବିମୋହିତ ହେଲେ ମହାମହିମ ରାଷ୍ଟ୍ରପତି

ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଅତ୍ୟନ୍ତ ଆଗ୍ରହର ସହ ଖଣ୍ଡଗିରିରେ ଥିବା ଉଦୟଗିରି କୀର୍ତ୍ତିରାଜି ପରିଦର୍ଶନ କରିଛନ୍ତି ।

ସମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲିଲେ ନୂଆ ସରକାର

ନୂଆ ସରକାର ଶପଥ ନେବାର କିଛି ସମୟ ମଧ୍ୟରେ ହିଁ ସାମ୍ବାଦିକଙ୍କୁ ମିଳିଛି ଲୋକସେବା ଭବନ ପାଇଁ ପ୍ରବେଶ ଅନୁମତି

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୂତନ ସରକାରଙ୍କ ପ୍ରଥମ ମନ୍ତ୍ରୀ...

ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ବାର , ଶ୍ରୀମନ୍ଦିରର ଉନ୍ନତି ପାଇଁ ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ, ଆସିବ  ‘ସମୃଦ୍ଧ କୃଷକ ନୀତି’, ଧାନର ସର୍ବନିମ୍ନ...

ଓଡ଼ିଶା ରେ ଆରମ୍ଭ ହେଲା ବିଜେପି ରାଜ

ଓଡ଼ିଶା ରାଜନୀତିରେ ନୂଆ ଯୁଗ, ମୁଖ୍ୟମନ୍ତ୍ରୀ , ୨ ଉପ ମୁଖ୍ୟମନ୍ତ୍ରୀଙ୍କ ସମେତ ୮ କ୍ୟାବିନେଟ୍ ମନ୍ତ୍ରୀ ଓ ୫ ସ୍ଵାଧୀନ ରାଷ୍ଟ୍ରମନ୍ତ୍ରୀ ଙ୍କୁ ନେଇ ୧୬ ଜଣିଆ...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ

ପିପିଲି ନିର୍ବାଚନ ମଣ୍ଡଳୀ ରେ ଜିତିଲେ ଆଶ୍ରିତ, ସେବା ପାଇଁ ସମର୍ପିତ

୪୦ବର୍ଷର ରାଜନୀତିରେ ହେଲା ପରିବର୍ତ୍ତନ, ପିପିଲିରେ ବାଜି ମାରିଲେ ଆଶ୍ରିତ ପଟ୍ଟନାୟକ

ଭଙ୍ଗ ହେଲା ଓଡ଼ିଶା ବିଧାନସଭା

ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ ରଘୁବର ଦାସ

ଆସନ୍ତାକାଲି ଓଡ଼ିଶାର ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ...

ଆସନ୍ତାକାଲି ଲୋକସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟ ମତଦାନ ପାଇଁ ନିର୍ବାଚନ ଆୟୋଗ ପ୍ରସ୍ତୁତି କରିଛନ୍ତି ।

ଓଡ଼ିଶା ପୋଲିସ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଓଡିଶାରେ ଚତୁର୍ଥ ପର୍ଯ୍ୟlୟ ସାଧାରଣ ନିର୍ବାଚନ ପର୍ଯ୍ୟlୟକୁ ଶାନ୍ତି ଶୃଙ୍ଖଳା, ଅବାଧ, ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଅନୁଷ୍ଠିତ କରାଯିବା  ନିମନ୍ତେ ରାଜ୍ୟ...

ଲୋକପ୍ରିୟତା ର ଶୀର୍ଷ ରେ ଆଶ୍ରିତ ପଟ୍ଟନାୟକ ଙ୍କ ନିର୍ବାଚନ ପ୍ରଚାର,...

ଡେଲାଙ୍ଗ ପିପିଲି ନିର୍ବାଚନ ମଣ୍ଡଳୀ ରେ ଏବେ ବେଶ୍ ଲୋକପ୍ରିୟତା ହାସଲ କରିଛି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଙ୍କ ନିର୍ବାଚନ ପ୍ରଚାର।

ଗଞ୍ଜାମରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ଗଞ୍ଜାମ ଜିଲ୍ଲାର ସମସ୍ତ ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଜୋରଦାର ପ୍ରଚାର ଚଳାଇଛନ୍ତି ବିଜେଡିର ଷ୍ଟାର୍ କ୍ୟାମ୍ପେନର୍ କାର୍ତ୍ତିକ ପାଣ୍ଡିଆନ।

ଏକା ସାଙ୍ଗେ ପ୍ରକାଶ ପାଇବ ସବୁ ବିଭାଗର ରେଜଲ୍ଟ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ମେ ତୃତୀୟ ସପ୍ତାହରେ ପ୍ରକାଶ ପାଇବ