State
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ହେଲିକପ୍ଟରରେ ଗଲେ ଚଣ୍ଡିଖୋଲ
ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଶ୍ରଦ୍ଧାଞ୍ଜଳି
ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନବୀନ ନିବାସରେ ପହଞ୍ଚିଲେ ଅମରେଶ ଓ ବିରଞ୍ଚିି
ନବୀନ ନିବାସ ଆଗରେ ଅମରେଶ ଜେନା ଓ ବିରଞ୍ଚିି ନାରାୟଣ ମହାସୁପକାରଙ୍କ ଶକ୍ତି ପ୍ରଦର୍ଶନ
ଆଜିଠୁ ହରିଦାସପୁର- ପାରାଦ୍ୱୀପ ରେଲୱେ ରେ ଗଡ଼ିବ ପାସେଞ୍ଜର ଟ୍ରେନ୍
ଆଜିଠୁ କେନ୍ଦ୍ରାପଡା ଜିଲ୍ଲା ଦେଇ ଗଡିବ ପ୍ରଥମ ପାସେଞ୍ଜର ଟ୍ରେନ
ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସି ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡିଆରେ ଆୟୋଜନ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ...
ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ
ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ।
ଅଭୟାରଣ୍ୟ, ଜାତୀୟ ଉଦ୍ୟାନ ଓ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ସିଙ୍ଗଲ...
ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଉପରେ ରାଜ୍ୟ ସରକାରଙ୍କ କଟକଣା
ମାର୍ଚ୍ଚ ୬ରେ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୬ ତାରିଖରେ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ।
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ବଢିଲା ଉର୍ଦ୍ଦୁ ଶିକ୍ଷକଙ୍କ ଦରମା
ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ବଢିଲା ଉର୍ଦ୍ଦୁ ଶିକ୍ଷକଙ୍କ ଦରମା।
ବଢ଼ିଲା ନିର୍ମାଣ ଶ୍ରମିକମାନଙ୍କ ପେନ୍ସନ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକମାନଙ୍କ ପେନ୍ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି
ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଚାଲିବ ମେମୋ
କେନ୍ଦ୍ରାପଡ଼ାବାସୀଙ୍କ ଦୀର୍ଘ ଦିନ ପ୍ରତୀକ୍ଷାର ଅନ୍ତ ଘଟିବ
ପୁରୀ ଶ୍ରୀମନ୍ଦିରରେ ପଶିଲେ ଅଣହିନ୍ଦୁ
ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ । ଯାହା ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ବଡ ପ୍ରଶ୍ନ ସୃଷ୍ଟି କରିଛି ।
ଅଧା ବାହାଘରରୁ ବରକୁ ଉଠାଇନେଲା ପୋଲିସ
ହାତଗଣ୍ଠି ବଦଳରେ ପଡିଲା ହାତକଡ଼ି। ବାହାଘର ବେଦୀରୁ ବରକୁ ଉଠାଇ ନେଲା ପୋଲିସ
ମାର୍ଚ୍ଚରେ ୪୦ ଚୁଇଁବ ପାରଦ
ପାଣିପାଗ ବିଭାଗର ଆକଳନ ଅନୁସାରେ ମାର୍ଚ୍ଚ ମାସରେ ଉପରମୁହାଁ ହେବ ପାରଦ
ଆସନ୍ତା ୫ ତାରିଖରୁ ମାଲକାନଗିରିରୁ ଉଡ଼ିବ ବିମାନ
ଆସନ୍ତା ୫ ତାରିଖରୁ ମାଲକାନଗିରିରୁ ଉଡ଼ିବ ବିମାନ









