State
ସନ୍ତୋଷ ସିଂହ ସାଲୁଜାଙ୍କୁ ହତ୍ୟା ଧମକ ପ୍ରତିବାଦରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି...
ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ I
ଓଏଏସ୍ ସ୍ତରରେ ବଦଳି
ଓଏଏସ୍ ଅଧିକାରୀସ୍ତରରେ ରାଜ୍ୟ ସରକାର ଏକ ଅଦଳ ବଦଳ କରିଛନ୍ତି।
ବଜାରରେ ବୁଲୁଛି ସେନା ପୋଷାକ
ବଜାରରେ ବୁଲୁଛି ସେନା ପୋଷାକ । ୫ଶହ ମିଟର କପଡ଼ା ଜବତ, ବ୍ୟବସାୟୀଙ୍କ ବିରୋଧରେ ମାମଲା ରୁଜୁ
ଆଜି ଲୋକାର୍ପଣ ହେବ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ତଥା ସଂଲଗ୍ନ ଜିଲ୍ଲାବାସୀଙ୍କ ଦୀର୍ଘଦିନର ସ୍ୱପ୍ନ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିବେ
ଭୁବନେଶ୍ବରରେ ନିର୍ମାଣଧୀନ ମିଶନ ଶକ୍ତି ବଜାର ବୁଲି ଦେଖିଲେ 5T ଅଧ୍ଯକ୍ଷ
5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ଭୁବନେଶ୍ବରରେ ନିର୍ମାଣଧୀନ ମିଶନ ଶକ୍ତି ବଜାର ବୁଲି ଦେଖିଛନ୍ତି ।
ସମ୍ବଲପୁର ଯାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜି ସକାଳେ ପ୍ରଥମେ ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର-ଦର୍ଶନ ନଗର-ସମ୍ବଲପୁର ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି
ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ବହୁ ଦିନର ଅପେକ୍ଷା ପରେ ପୁରଣ ହେବାକୁ ଯାଉଛି ବରଗଡବାସୀଙ୍କ ସ୍ଵପ୍ନ ।
ଅସହ୍ୟ ହେଲା ବାପର ପାପ
ନାବାଳିକା ଝିଅକୁ ବାପାର ବାରମ୍ବାର ଦୁଷ୍କର୍ମ ଅଭିଯୋଗ।
ଆଜି ୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଅଧାରୁ ଅଧିକ ଜିଲ୍ଲାରେ ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନା କାର୍ଯ୍ୟକାରୀ ହୋଇସାରିଥିବା ବେଳେ ଆଜି ଆଉ ୫ଟି ଜିଲ୍ଲାରେ ଯୋଜନାର ଶୁଭାରମ୍ଭ ହେବ
୫-ଟି ଅଧ୍ୟକ୍ଷଙ୍କ ଅନ୍ଧାରୁଆ ବାୟୋଟେକ୍ ପାର୍କସ୍ଥିତ ସାପିଜେନ୍...
୫-ଟି ଅଧ୍ୟକ୍ଷଙ୍କ ଅନ୍ଧାରୁଆ ବାୟୋଟେକ୍ ପାର୍କସ୍ଥିତ ସାପିଜେନ୍ ବାୟୋଲଜିକ୍ସ ପରିଦର୍ଶନ
ସାବାଡ ହେବେ ବାଲି ମାଫିଆ, ଏଣିକି ଅନଲାଇନରେ ବିକ୍ରି ହେବ ବାଲି
ଥମୁନି ବାଲି ମାଫିଆଙ୍କ ରାଜୁତି। ଯାହାକୁ ରୋକିବା ପାଇଁ ନୂଆ ପଦକ୍ଷେପ ନେବାକୁ ସ୍ଥିର କରିଛନ୍ତି ମହାରାଷ୍ଟ୍ର ସରକାର।
ବାଗଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନକୁ ଲୋକାର୍ପିତ...
ବାଗଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ପାର୍ସଲ ମଗାଇ ଠକେଇର ଶିକାର
ସମ୍ବଲପୁରରେ ପୁଣି ଦେଖିବାକୁ ମିଳିଛି ସାଇବର୍ ଠକେଇ ।
ଜମି ମାଲିକଙ୍କୁ ଆକ୍ରମଣ ଘଟଣାରେ ୮ ଜଣଙ୍କୁ ଜେଲ୍ ଦଣ୍ଡାଦେଶ
ଅନ୍ୟର ଜମିରେ ଜୋର ଜବରଦସ୍ତ ଦଖଲ କରି ଘର ତିଆରି କରିବା ତଥା ଜମି ମାଲିକ ବିରୋଧ କରିବା ପରେ ତାଙ୍କୁ ମରଣାନ୍ତକ ଆକ୍ରମଣ କରିବା ଘଟଣାରେ ଆଠ ଜଣଙ୍କୁ ଜେଲ୍ ଦଣ୍ଡ...
ପୁରୀ ବିମାନବନ୍ଦର ପ୍ରକଳ୍ପ ପାଇଁ ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର...
ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ପାଇଁ ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି ।
ହଷ୍ଟେଲ ଛାତରୁ ପଡ଼ି ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ
ହଷ୍ଟେଲ ଛାତରୁ ପଡ଼ି ଜଣେ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ ଘଟିଛି।
୫୦ ଯାତ୍ରୀଙ୍କୁ ନେଇ ବ୍ରିଜ୍ ଉପରେ ଯାଉଥିଲା ବସ୍, ଘଟିଲା ଏମିତି...
ବ୍ରିଜ୍ ଉପରେ ଯାଉଥିଲା ବସ୍। ବିପରୀତ ଦିଗରୁ ଆସୁଥିବା ଏକ ଡମ୍ପର ହଠାତ୍ ଏହାକୁ ଦେଇଥିଲା ଧକ୍କା। ଏଥିରେ ୨ ଜଣ ବସ୍ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି।









