State
ବିଜେଡି ଗୁଣ୍ଡାରାଜରେ ଭୟଭୀତ: ହିମାଂଶୁ
ନିଜ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ ପୁଣି ଥରେ ନିନ୍ଦା କରିଛନ୍ତି
ଭିଜିଲାନ୍ସ ଜାଲରେ ସିଏସ୍ଓ
ଆୟବହିର୍ଭୁତ ସମ୍ପତ୍ତି ଅଭିଯୋଗରେ ନାଗରିକ ଯୋଗାଣ ଅଧିକାରୀ(ସିଏସ୍ଓ) ସୁରେଶ କୁମାର ପାଣିଗ୍ରାହୀଙ୍କୁ ଭିଜିଲାନ୍ସ ଗିରଫ କରିଛି।
ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ଆସନ୍ତା ୨୪ ତାରିଖରେ ୮୦ ଲକ୍ଷ ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା ।
ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବିମାନବନ୍ଦରରୁ ସିଧା ଓୟୁଏଟି କ୍ୟାମ୍ପସ୍ ଯିବେ ।
ଭାରସାମ୍ୟ ହରାଇ ଓଲଟିଲା ଟମାଟୋ ବୋଝେଇ ଟ୍ରକ୍, ଡ୍ରାଇଭର ଆହତ
ସୂଚନା ମୁତାବକ, ଏକ ବିଲାତି ବୋଝେଇ ଟ୍ରକ୍ କେନ୍ଦୁଝର ପଟରୁ କଲିକତା ଆଡ଼କୁ ଯାଉଥିଲା ।
ଭୁବନେଶ୍ୱରରେ DGP କନ୍ଫରେନ୍ସ, ଯୋଗଦେବେ ପିଏମ୍ ମୋଦି
ଭୁବନେଶ୍ୱରରେ DGP କନ୍ଫରେନ୍ସ, ଯୋଗଦେବେ ପିଏମ୍ ମୋଦି
ଗିରଫ ହେଲେ କୋଟିପତି ଡେପୁଟି ଜେନେରାଲ ମ୍ୟାନେଜର
ଗିରଫ ହେଲେ କୋଟିପତି OPHWC ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର ସୁବାସ ଚନ୍ଦ୍ର ପଣ୍ଡା
୨୧ ସୁଦ୍ଧା ଘର୍ଣ୍ଣିବଳୟ ସୃଷ୍ଟି ନେଇ ପାଣିପାଗ ବିଭାଗର ସୂଚନା
ରାଜ୍ୟରେ କମିବ ତାପମାତ୍ରା ବଢିବ ଶୀତ
ବାବା-ଦରବାର-ବିବାଦ: ଆଶ୍ରମ ଭିତରେ ବସୁଥିଲା ଆସର
ବୈକୁଣ୍ଠ ଧାମକୁ ନେଇ ଦିନକୁ ଦିନ ଖୋଲୁଛି ଗୋଟିଏ ପରେ ଗୋଟିଏ ଗୁମର
ଓଡ଼ିଶା ଆସିବେ ମୋଦି-ଶାହା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା
ପଡ଼ୋଶୀ ଛାତକୁ ଫିଙ୍ଗିଦେଲେ ବିଡାବିଡା ଟଙ୍କା
ଭିଜିଲାନ୍ସ ଟିମ୍କୁ ଘର ସମ୍ମୁଖରେ ଦେଖି ଡେପୁଟି ଜେନେରାଲ ମ୍ୟାନେଜର୍ ପଡ଼ୋଶୀ ଛାତକୁ ବିଡାବିଡା ଟଙ୍କା ଫିଙ୍ଗିଦେଇଥିଲେ
ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି
ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
୩ ହାତୀଙ୍କ ମୃତ୍ୟୁ
ରେଢ଼ାଖୋଲ ବନାଞ୍ଚଳରେ ୩ ହାତୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି
ଭିଜିଲାନ୍ସ ଜାଲରେ ଫସିଲେ ଡେପୁଟି ଜେନେରାଲ ମ୍ୟାନେଜର୍
ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ
ଅଧଘଣ୍ଟା ବଢିଲା କଟକ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ ଅଧଘଣ୍ଟା ବଢିଛି ।
ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ
ହାଇ କମିଶନରଙ୍କ ସଂକ୍ଷିପ୍ତ ସୂଚନା ପରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା ।
କଟକ ଓ ସମ୍ବଲପୁରରେ ହେବ ଦୁଇଟି ରିଭର ପଏଣ୍ଟ
ଏଣିକି ସମୁଦାୟ ୨୦୦ କୋଟି ବଜେଟ୍ ବ୍ୟବସ୍ଥାରେ ଉଭୟ କଟକ ଓ ସମ୍ବଲପୁର ମହାନଦୀ ରିଭର ଫ୍ରଣ୍ଟର ବିକାଶ କରାଯିବ।
୧୦ଡିଗ୍ରି ତଳକୁ ଖସିଲା ପାରଦ
ଚଳିତ ବର୍ଷ ଶୀତ ଏକପ୍ରକାର ଲୁଚକାଳି ଖେଳୁଥିବା ବେଳେ ଶୀତ ଋତୁ ଆରମ୍ଭର ଦୀର୍ଘ ଦିନ ବ୍ୟବଧାନ ପରେ ଆଜି ପ୍ରବଳ ଥଣ୍ଡା ଅନୁଭୂତ ହେଉଛି ଘୁ.ଉଦୟଗିରି ଅଞ୍ଚଳରେ









