ଆଜିର ରାଶିଫଳ

୨୦୨୩ ମସିହା ସେପ୍ଟେମ୍ବର ମାସ ୧୧ ତାରିଖ ୨୦୨୩ ମସିହା (ସୋମବାର)

ଆଜିର ରାଶିଫଳ

            ମହାବୀର ପଞ୍ଜିକା

 ✧═════❁❀❁═════  

 ଅଦ୍ୟ ସେପ୍ଟେମ୍ବର ମାସ ୧୧ ତାରିଖ ୨୦୨୩ ମସିହା (ସୋମବାର)

ଶକାବ୍ଦ -୧୯୪୫

ସମ୍ବତ -୨୦୮୦

ଦିଲ୍ଲୀସ୍ୱରାଦ୍ଧ-୧୪୩୦

ସମ୍ବତ୍ସର-ପିଙ୍ଗଳ

ଭାଦ୍ରମାସ- କୃଷ୍ଣପକ୍ଷ

ତିଥି- ଦ୍ଵାଦଶୀ ରାତ୍ରି ଘ୧୧/୪୨ ପର୍ୟ୍ୟନ୍ତ ତଦନ୍ତେ ତ୍ରୟୋଦଶୀ

ନକ୍ଷତ୍ର- ପୂଷ୍ୟା ସନ୍ଧ୍ୟା ଘ୦୮/୩୭ ପର୍ୟ୍ୟନ୍ତ ତଦନ୍ତେ ଅଶ୍ଳେଷା

ଚନ୍ଦ୍ର-କର୍କଟ

ଯୋଗ- ପରିଘ

କରଣ - ବାଳବ

ସୌରମାସ- ସିଂହ ୨୬ ଦିନ

✧═════❁❀❁═════

ସୁର୍ୟୋଦୟ-ପ୍ରାତଃ ଘ୦୫/୩୭/୩୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୪୮

*✧═════❁❀

ଯୋଗିନୀ ନୈରୁତେ ରାତ୍ରି ଘ୧୧/୪୨ ପର୍ୟ୍ୟନ୍ତ ତଦନ୍ତେ ଦକ୍ଷିଣେ

 ଦ୍ୱାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

ମିଥୁନ ରାଶିର ଘାତବାର

✧═════❁❀❁═══

କାଳବେଳା -ଦିବା ଘ୦୭/୦୮ ଗତେ ଘ୦୮/୪୦ ମଧ୍ୟେ

ବାରବେଳା - ଦିବା ଘ୦୨/୪୫ ଗତେ ଘ୦୪/୧୭ ମଧ୍ୟେ

══❁❀❁

ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୦୭ମଧ୍ୟେ ଓ  ଘ୧୦/୨୪ ଗତେ ଘ୧୨/୫୦ମଧ୍ୟେ

ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୪/୧୮ଗତେ ଘ୦୪/୫୦ମଧ୍ୟେ

*══❁❀❁═════

ଅଦ୍ୟ ପୋଇ ଭକ୍ଷଣ ନିଷେଧ

**══❁❀❁═════

 ଡ:ବାୟୁନନ୍ଦନ ମିଶ୍ର 

 ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର

ଅଦୃଶ୍ୟଶକ୍ତି ଭବନ

ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭

ମୋବାଇଲ-9437064130

www.adrushyashaktiastro.com

✧═════❁❀❁═════ 

   ꧁ଆଜିର ରାଶିଫଳ

 ✧═════❁❀❁═════

ମେଷ : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।

✧═════❁❀❁═════

ବୃଷ : ଭାଗ୍ୟର ସହଯୋଗ ମିଳିବ। ଘର ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।

✧═════❁❀❁═════

ମିଥୁନ : ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ  ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।

✧═════❁❀❁═════

କର୍କଟ : ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।

✧═════❁❀❁═════

ସି˚ : ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।

✧═════❁❀❁═════

କନ୍ୟା : ବନ୍ଧୁ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।

✧═════❁❀❁═════

ତୁଳା : ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।

✧═════❁❀❁═════

ବିଛା : ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।

✧═════❁❀❁═════

ଧନୁ : ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।

✧═════❁❀❁═════

ମକର : ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।

✧═════❁❀❁═════

କୁମ୍ଭ : ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

✧═════❁❀❁═════

ମୀନ :ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।

✧═════❁❀❁═════