ଆଜିର ରାଶିଫଳ

୨୦୨୩ ମସିହା ମାର୍ଚ୍ଚ ମାସ ୩୧ ତାରିଖ ( ଶୁକ୍ରବାର )

ଆଜିର ରାଶିଫଳ

              ମହାବୀର ପଞ୍ଜିକା

 ✧═════•❁❀❁•═════✧  

 ଅଦ୍ୟ ମାର୍ଚ୍ଚ ମାସ ୩୧ ତାରିଖ ୨୦୨୩ ମସିହା(ଶୁକ୍ରବାର)

ଶକାବ୍ଦ -୧୯୪୪

ସମ୍ବତ -୨୦୮୦

ଦିଲ୍ଲୀସ୍ୱରାଦ୍ଧ-୧୪୩୦

ସମ୍ବତ୍ସର-ଅନଳ

ଚୈତ୍ରମାସ-ଶୁକ୍ଳପକ୍ଷ

ତିଥି- ଦଶମୀ ରାତ୍ରି ଘ୦୧/୫୬ ଗତେ ଏକାଦଶୀ

ନକ୍ଷତ୍ର-ପୂଷ୍ୟ। ରାତ୍ରି ଘ୦୨/୩୭ ଗତେ ଅଶ୍ଳେଷା

ଚନ୍ଦ୍ର- କର୍କଟ

ଯୋଗ- ସୁକର୍ମା

କରଣ - ତୈତିଳ

ସୌରମାସ- ମୀନ ୧୭  ଦିନ

ଅଦ୍ୟ ବାସନ୍ତିକ ଦଶହରା

✧═════•❁❀❁•═════✧

ସୁର୍ୟୋଦୟ-ପ୍ରାତଃ ଘ୦୫/୪୫/୪୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୭/୧୯

*✧═════•❁❀

ଯୋଗିନୀ ଉତ୍ତରେ  ରାତ୍ରି ଘ୦୧/୫୬ ଗତେ ଅଗ୍ନିକୋଣେ

ବିଛା,ଧନୁ ଓ ମୀନ ରାଶିର ଘାତବାର

ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

✧═════•❁❀❁•═══

କାଳବେଳା ଓ ବାରବେଳା - ଦିବା ଘ୦୮/୪୫ ଗତେ ଘ୧୧/୪୮ ମଧ୍ୟେ

══•❁❀❁•═

ବିଶୁଦ୍ଧ ଅମୃତ ବେଳ। - ଦିବା  ଘ୦୭/୨୧ ମଧ୍ୟେ ଓ ଘ୧୨/୫୪ ଗତେ ଘ୦୨/୩୩ ମଧ୍ୟେ ଓ ଘ୦୪/୦୮ ଗତେ ଘ୦୫/୪୫ ମଧ୍ୟେ

ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୧୦/୪୪ ଗତେ ଘ୧୧/୩୫ ମଧ୍ୟେ

═✧*══•❁❀❁•═════✧

ଅଦ୍ୟ  କଳମଶ।ଗ ଭକ୍ଷଣ ନିଷେଧ

═✧══•❁❀❁•═════✧

 ଡ:ବାୟୁନନ୍ଦନ ମିଶ୍ର 

 ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର

ଅଦୃଶ୍ୟଶକ୍ତି ଭବନ

ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭

ମୋବାଇଲ-9437064130

✧═════•❁❀❁•═════✧ 

     ꧁ ଆଜିର ରାଶିଫଳ꧂

✧═════•❁❀❁•═════✧

ମେଷ : ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।

✧═════•❁❀❁•═════✧

ବୃଷ : ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।

✧═════•❁❀❁•═════✧

ମିଥୁନ : ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।

✧═════•❁❀❁•═════✧

କର୍କଟ : ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।

✧═════•❁❀❁•═════✧

ସିଂହ : ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।

✧═════•❁❀❁•═════✧

କନ୍ୟା : ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।

✧═════•❁❀❁•═════✧

ତୁଳା : କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।

✧═════•❁❀❁•═════✧

ବିଛା : ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।

✧═════•❁❀❁•═════✧

ଧନୁ : କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।

✧═════•❁❀❁•═════✧

ମକର : ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।

✧═════•❁❀❁•═════✧

କୁମ୍ଭ : ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।

✧═════•❁❀❁•═════✧

ମୀନ : ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।

✧═════•❁❀❁•═════✧