ଆଜିର ରାଶିଫଳ

୨୦୨୩ ମସିହା ଅପ୍ରେଲ ମାସ ୨୧ ତାରିଖ (ଶୁକ୍ରବାର)

ଆଜିର ରାଶିଫଳ

            ମହାବୀର ପଞ୍ଜିକା

 ✧═════•❁❀❁•═════✧  

 ଅଦ୍ୟ ଅପ୍ରେଲ ମାସ ୨୧ ତାରିଖ ୨୦୨୩ ମସିହା(ଶୁକ୍ରବାର)

ଶକାବ୍ଦ -୧୯୪୪

ସମ୍ବତ -୨୦୮୦

ଦିଲ୍ଲୀସ୍ୱରାଦ୍ଧ-୧୪୩୦

ସମ୍ବତ୍ସର-ଅନଳ

ବୈଶାଖ ମାସ-ଶୁକ୍ଳପକ୍ଷ

ତିଥି- ପ୍ରତିପଦ ଦିବା  ଘ୦୮/୨୫ ପର୍ୟ୍ୟନ୍ତ ତଦନ୍ତେ ଦ୍ଵିତୀୟା

ନକ୍ଷତ୍ର- ଦ୍ଵିଜା ରାତ୍ରି  ଘ୧୧/୩୧ ପର୍ୟ୍ୟନ୍ତ ତଦନ୍ତେ କୃତ୍ତିକା

ଚନ୍ଦ୍ର- ମେଷ

ଯୋଗ- ପ୍ରୀତି

କରଣ - ବବ

ସୌରମାସ- ମେଷ ୦୮ ଦିନ

✧═════•❁❀❁•═════✧

ସୁର୍ୟୋଦୟ-ପ୍ରାତଃ ଘ୦୫/୨୯/୧୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୨/୨୯

*✧═════•❁❀

ଯୋଗିନୀ ପୂର୍ବେ ଦିବା  ଘ୦୮/୨୫ ପର୍ୟ୍ୟନ୍ତ ତଦନ୍ତେ ଉତ୍ତରେ

ମେଷ ରାଶିର ଘାତଚନ୍ଦ୍ର

ବିଛା,ଧନୁ ଓ ମୀନ ରାଶିର ଘାତବାର

ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

✧═════•❁❀❁•═══

କାଳବେଳା ଓ ବାରବେଳା - ଦିବା ଘ୦୮/୩୩ଗତେ ଘ୧୧/୪୩ ମଧ୍ୟେ

══•❁❀❁•═

ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୦୩ ମଧ୍ୟେ ଓ ଘ୦୭/୫୦ ଗତେ ଘ୦୮/୩୨ ମଧ୍ୟେ ଓ ଘ୧୨/୩୯ ଗତେ ଘ୦୨/୧୫ ମଧ୍ୟେ

ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୧୦/୫୬ ଗତେ ଘ୧୧/୪୦ ମଧ୍ୟେ

═✧*══•❁❀❁•═════✧

ଅଦ୍ୟ  ପାଣିକଖାରୁ ଦିବା ଘ୦୮/୨୫ ଗତେ ବୋଇତିକଖାରୁ ଭକ୍ଷଣ ନିଷେଧ

*═✧*══•❁❀❁•═════✧

 ଡ:ବାୟୁନନ୍ଦନ ମିଶ୍ର 

 ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର

ଅଦୃଶ୍ୟଶକ୍ତି ଭବନ

ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭

ମୋବାଇଲ-9437064130

www.adrushyashaktiastro.com

✧═════•❁❀❁•═════✧ 

       

       ꧁ ଆଜିର ରାଶିଫଳ꧂

        ✧═════•❁❀❁•═════✧

ମେଷ : ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।

✧═════•❁❀❁•═════✧

ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।

✧═════•❁❀❁•═════✧

ମିଥୁନ : ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।

✧═════•❁❀❁•═════✧

କର୍କଟ : ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।

✧═════•❁❀❁•═════✧

 ସିଂହ : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।

✧═════•❁❀❁•═════✧

କନ୍ୟା : ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।

 ✧═════•❁❀❁•═════✧

ତୁଳା : ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।

✧═════•❁❀❁•═════✧

ବିଛା : ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।

✧═════•❁❀❁•═════✧

ଧନୁ : ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।

✧═════•❁❀❁•═════✧

ମକର : ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।

✧═════•❁❀❁•═════✧

କୁମ୍ଭ : ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।

✧═════•❁❀❁•═════✧

ମୀନ : ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।

✧═════•❁❀❁•═════✧