ଆଜିର ରାଶିଫଳ

୨୦୨୩ ମସିହା ଅପ୍ରେଲ ମାସ ୨୪ ତାରିଖ (ସୋମବାର)

ଆଜିର ରାଶିଫଳ

          ମହାବୀର ପଞ୍ଜିକା
 ✧═════•❁❀❁•═════✧   
 ଅଦ୍ୟ ଅପ୍ରେଲ ମାସ ୨୪ ତାରିଖ ୨୦୨୩ ମସିହା(ସୋମବାର)
ଶକାବ୍ଦ -୧୯୪୪ 
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ବୈଶାଖ ମାସ-ଶୁକ୍ଳପକ୍ଷ
ତିଥି- ଚତୁର୍ଥୀ ଦିବା  ଘ୦୮/୧୦ ପର୍ୟ୍ୟନ୍ତ ତଦନ୍ତେ ପଞ୍ଚମୀ
ନକ୍ଷତ୍ର- ମୃଗଶିରା ରାତ୍ରି  ଘ୦୨/୩୪ ପର୍ୟ୍ୟନ୍ତ ତଦନ୍ତେ ଆର୍ଦ୍ରା
ଚନ୍ଦ୍ର-ବୃଷ ଦିବା  ଘ୦୧/୪୦ ପର୍ୟ୍ୟନ୍ତ ତଦନ୍ତେ ମିଥୁନ
ଯୋଗ- ଶୋଭନ 
କରଣ - ବିଷ୍ଟି
ସୌରମାସ- ମେଷ ୧୧ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୭/୧୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩/୩୯
*✧═════•❁❀
ଯୋଗିନୀ ନୈରୁତେ ଦିବା  ଘ୦୮/୧୦ ପର୍ୟ୍ୟନ୍ତ ତଦନ୍ତେ ଦକ୍ଷିଣେ
କନ୍ୟା ରାଶିର ଘାତଚନ୍ଦ୍ର
ମିଥୁନ ରାଶିର ଘାତବାର
ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା-ଦିବା ଘ୦୭/୦୦ ଗତେ ଘ୦୮/୩୫ ମଧ୍ୟେ
ବାରବେଳା - ଦିବା ଘ୦୨/୫୫ ଗତେ ଘ୦୪/୩୧ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। - ଦିବା  ଘ୦୭/୦୦ ମଧ୍ୟେ  ଓ  ଘ୧୦/୧୪ ଗତେ ଘ୧୨/୩୭ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ  ମୂଳା ଦିବା ଘ୦୮/୧୦  ଗତେ  ବେଲ ଭକ୍ଷଣ ନିଷେଧ
*═✧*══•❁❀❁•═════✧
 ଡ:ବାୟୁନନ୍ଦନ ମିଶ୍ର  
 ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର 
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
✧═════•❁❀❁•═════✧  


     ꧁ଆଜିର ରାଶିଫଳ
 ✧═════•❁❀❁•═════✧
ମେଷ : ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। 
✧═════•❁❀❁•═════✧
 ବୃଷ : ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। 
✧═════•❁❀❁•═════✧
ମିଥୁନ : ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ। 
✧═════•❁❀❁•═════✧
 କର୍କଟ : ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି। 
✧═════•❁❀❁•═════✧
 ସି˚ହ : ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ। 
✧═════•❁❀❁•═════✧
 କନ୍ୟା : ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।
✧═════•❁❀❁•═════✧
 ତୁଳା : ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ। 
✧═════•❁❀❁•═════✧
 ବିଛା : ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ। 
✧═════•❁❀❁•═════✧
 ଧନୁ : ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ। 
✧═════•❁❀❁•═════✧
 ମକର : ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି। 
✧═════•❁❀❁•═════✧
 କୁମ୍ଭ : ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ। 
✧═════•❁❀❁•═════✧
  ମୀନ : ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
✧═════•❁❀❁•═════✧