ଆଜିର ରାଶିଫଳ

ଅଦ୍ୟ ମଇ ମାସ ୨୯ ତାରିଖ ୨୦୨୩ ମସିହା(ସୋମବାର)

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ମଇ ମାସ ୨୯ ତାରିଖ ୨୦୨୩ ମସିହା(ସୋମବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-କପିଳ*

*ଜ୍ୟେଷ୍ଠ ମାସ-ଶୁକ୍ଳପକ୍ଷ*

*ତିଥି- ନବମୀ ଦିବା ଘ୧୨/୦୮ ପର୍ୟ୍ୟନ୍ତ ତଦନ୍ତେ ଦଶମୀ*

*ନକ୍ଷତ୍ର- ଉତ୍ତରା ଫା*

*ଚନ୍ଦ୍ର- ସିଂହ ଦିବା ଘ୦୯/୫୬ ପର୍ୟ୍ୟନ୍ତ ତଦନ୍ତେ କନ୍ୟା*

*ଯୋଗ- ବଜ୍ର* 

*କରଣ - କୌଳବ*

*ସୌରମାସ- ବୃଷ ୧୫ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୫୨*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୬/୫୧*

*✧═════•❁❀

*ଯୋଗିନୀ ପୁର୍ବେ ଦିବା ଘ୧୨/୦୮ ପର୍ୟ୍ୟନ୍ତ ତଦନ୍ତେ ଉତ୍ତରେ*

*ମିଥୁନ ରାଶିର ଘାତବାର*

*ଦଶମୀ ର ପାର୍ବଣ ଶ୍ରାଦ୍ଧ*

✧═════•❁❀❁•═══

*କାଳବେଳା -ଘ୦୬/୪୮ଗତେ ଘ୦୮/୨୭ ମଧ୍ୟେ*

*ବାରବେଳା - ଘ୦୩/୦୦ଗତେ ଘ୦୪/୩୮ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୮/୨୯ ଗତେ ଘ୦୯/୫୮ ମଧ୍ୟେ ଓ ରାତ୍ରି ଘ୦୯/୨୮ ଗତେ ଘ୧୨/୩୪ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୦୪/୩୮ ଗତେ ଘ୦୫/୧୦ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ଲାଉ ଦିବା ଘ ୧୨/୦୮ ଗତେ କଳମ ଶାଗ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।*

*✧═════•❁❀❁•═════✧*  

*ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।*

*✧═════•❁❀❁•═════✧*  

*ମିଥୁନ : ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।*

*✧═════•❁❀❁•═════✧*  

*କର୍କଟ : କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।*

*✧═════•❁❀❁•═════✧*  

*ସିଂହ : ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।*

*✧═════•❁❀❁•═════✧*  

*କନ୍ୟା : ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।*

*✧═════•❁❀❁•═════✧*  

*ତୁଳା: ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।*

*✧═════•❁❀❁•═════✧*  

*ବିଛା : ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।*

*✧═════•❁❀❁•═════✧*  

*ଧନୁ : ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।*

*✧═════•❁❀❁•═════✧*  

*ମକର: ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।*

*✧═════•❁❀❁•═════✧*  

*କୁମ୍ଭ : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।*

*✧═════•❁❀❁•═════✧*  

*ମୀନ : ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।*