ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଘରକୁ ଅଣ୍ଡା ମାଡ
ଛାତ୍ର ସଂସଦ ନିର୍ବାଚନ ବନ୍ଦ ବିରୋଧରେ କଂଗ୍ରେସର ବିକ୍ଷୋଭ

ଛାତ୍ର ସଂସଦ ନିର୍ବାଚନ ବନ୍ଦ ବିରୋଧରେ କଂଗ୍ରେସର ବିକ୍ଷୋଭ । ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କ ବାସଭବନ ଘେରିଲେ ଛାତ୍ର କଂଗ୍ରେସ । ବାସଭବନ ଘେରାଉ ସହ ଅଣ୍ଡା ମାଡ କଲା ଛାତ୍ର କଂଗ୍ରେସ । ଛାତ୍ର ସଂସଦ ନିର୍ବାଚନ କରିବା ଦାବିରେ କଂଗ୍ରେସର ବିକ୍ଷୋଭ ।