ବାହାନଗା ଟ୍ରେନ ଦୁର୍ଘଟଣା ମୃତ୍ୟୁ ସଂଖ୍ୟା ୨୯୦କୁ ବୃଦ୍ଧି

ବାହାନଗା ଟ୍ରେନ ଟ୍ରାଜେଡିରେ ମୃତ୍ୟୁ ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି।

ବାହାନଗା ଟ୍ରେନ ଦୁର୍ଘଟଣା ମୃତ୍ୟୁ ସଂଖ୍ୟା ୨୯୦କୁ ବୃଦ୍ଧି

ବାହାନଗା ଟ୍ରେନ ଟ୍ରାଜେଡିରେ ମୃତ୍ୟୁ ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଆହତ ଯାତ୍ରୀ ଆଖି ବୁଝିଛନ୍ତି। ସେ କଟକ ଏସସିବିରେ ଚିକିତ୍ସିତ ହେଉଥିଲେ । ମୃତକ ଜଣକ ବିହାରର ପ୍ରକାଶ ରାଜ ବୋଲି ଜଣାପଡିଛି। ସେ ସର୍ଜରୀ ୱାର୍ଡରେ ଚିକିତ୍ସାଧୀନ ଥିଲେ । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବରୁ ଜଣଙ୍କ ମୃତ୍ୟୁ ହୋଇଥିଲା । ସେ ମଧ୍ୟ ବିହାର ବାସିନ୍ଦା ଥିଲେ ।