ଇସ୍ତଫା ଦେଲେ ବାଚସ୍ପତି
ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ । ବ୍ୟକ୍ତିଗତ କାରଣ ପାଇଁ ଇସ୍ତଫା ଦେଇଥିବା କହିଛନ୍ତି ଆରୁଖ

ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ । ବ୍ୟକ୍ତିଗତ କାରଣ ପାଇଁ ଇସ୍ତଫା ଦେଇଥିବା କହିଛନ୍ତି ଆରୁଖ । ସେ କହିଛନ୍ତି ଯେ, ଉପବାଚସ୍ପତିଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଛି । ଦଳ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି ମୁଁ ନିର୍ବାହ କରିଛି । ଭବିଷ୍ୟତରେ ଯାହା ଦାୟିତ୍ୱ ମିଳିବ, ତାକୁ ନିର୍ବାହ କରିବି ।ଦଳରେ ବା ସରକାରରେ ଯେଉଁ ଦାୟିତ୍ୱ ମିଳିବ, ତୁଲାଇବି ।