ବିଜେଡିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା

ବିଜେଡ଼ିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି

ବିଜେଡିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା

ବିଜେଡ଼ିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ତାଲିକାରେ ୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। କଣ୍ଟାବାଞ୍ଚିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢ଼ିବେ ବୋଲି ଘୋଷଣା କରାଯାଇଛି। ସେହିପରି ସମ୍ବଲପୁର ଏବଂ ରେଢାଖୋଲ ଆସନରେ ଦଳ ପକ୍ଷରୁ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ସମ୍ବଲପୁରରୁ ପ୍ରାର୍ଥୀ ହେବା ନେଇ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଅସନ୍ତୁଷ୍ଟ ଥିବା ସୂଚନା ମିଳିଥିଲା।

କଣ୍ଟାବାଂଜି- ନବୀନ ପଟ୍ଟନାୟକ

ରେଢାଖୋଲ- ପ୍ରସନ୍ନ ଆଚାର୍ଯ୍ୟ

ସମ୍ବଲପୁର – ରୋହିତ ପୂଜାରୀ

ଚିତ୍ରକୋଣ୍ଡା- ଲକ୍ଷ୍ମୀପ୍ରିୟା ନାୟକ

ପଦ୍ମପୁର- ବର୍ଷା ସିଂ ବରିହା

କୁଚିଣ୍ଡା- ରାଜେନ୍ଦ୍ର କୁମାର ଛତ୍ରିଆ

ସାନଖେମୁଣ୍ଡି- ସୁଲକ୍ଷଣା କୁମାରୀ ଦେବୀ

ଜୟପୁର- ଇନ୍ଦିରା ନନ୍ଦ

ଦେବଗଡ-ଅରୁନ୍ଧତୀ କୁମାରୀ ଦେବୀ

ଅନୁଗୁଳ- ସଂଯୁକ୍ତା ସିଂ

ନିମାପଡା – ଦିଲ୍ଲୀପ କୁମାର ନାୟକ