ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ

ବିମାନ ବନ୍ଦରରେ ବୋମା ଥିବା ନେଇ ବିମାନ ବନ୍ଦର କର୍ତ୍ତୁପକ୍ଷଙ୍କୁ ଆସିଲା ଧମକପୂର୍ଣ୍ଣ କଲ୍‌

ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ

ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ । ବିମାନ ବନ୍ଦରରେ ବୋମା ଥିବା ନେଇ ବିମାନ ବନ୍ଦର କର୍ତ୍ତୁପକ୍ଷଙ୍କୁ ଆସିଲା ଧମକପୂର୍ଣ୍ଣ କଲ୍‌ । ଧମକପୂର୍ଣ୍ଣ କଲ୍‌ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମସ୍ତଙ୍କୁ ଆଲର୍ଟ କରାଯାଇଛି । ଏହା ସହ ବିମାନ ବନ୍ଦରରେ କଡ଼ାକଡ଼ି ଯାଞ୍ଚ କରାଯାଉଛି ।