କାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ
ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ

ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ଏହି ବୈଠକ ବସିବ । ତେବେ ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିପାରେ ବୋଲି କୁହାଯାଉଛି ।