Bhubaneswar

୨୧ ଜିଲାକୁ ସତର୍କ

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ ।

ସ୍କୁଲ ବସ୍ ଦୁର୍ଘଟଣାଗ୍ରସ୍ତ: ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

ଡିଭାଇଡରକୁ ପିଟିଲା ସ୍କୁଲ ବସ୍‌, ଅଳ୍ପକେ ବର୍ତ୍ତିଲେ ୨୬ ଜଣ ଛାତ୍ରଛାତ୍ରୀ ।

ଟ୍ରାଫିକ୍ ନିୟମ ନମାଲିଲେ ଗଣିବ ତଣ୍ଡ

ଟ୍ରାଫିକ ପୋଷ୍ଟରେ ଛିଡ଼ା ହେଲା ବେଳେ ଜେବ୍ରା କ୍ରସିଂ ଅତିକ୍ରମ କଲେ ଦେବାକୁ ପଡ଼ିବ ଜୋରିମାନା । ବିଏମସିର ଆଇସିଓଏମସି ଟାୱାରରେ ୨୪ ଘଣ୍ଟିଆ କଂଟ୍ରୋଲ ରୁମ ଟ୍ରାଫିକର...

ମହାନଦୀର ସମସ୍ୟା ପାଇଁ ରାଜ୍ୟ ସରକାର ଦାୟୀ : ଦିଲୀପ ମଲ୍ଲିକ

ଓଡିଶାର ଜୀବନ ରେଖା ମହାନଦୀ ବୋଲି କହି ଆସୁଥିବା ବିଜେଡି ସରକାର ଗତ ୨୩ବର୍ଷ ମଧ୍ୟରେ ମହାନଦୀ ସୁରକ୍ଷା ନେଇ କ’ଣ କ’ଣ ପଦକ୍ଷେପ ନେଇଛନ୍ତି ତାହା ଆଗ ରାଜ୍ୟବାସୀଙ୍କ...

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି, ସନ୍ଧ୍ୟା ରେ ଆୟୋଜିତ ହୋଇଥିଲା ସଭା

କାଲି ପୁରୀ -ହାୱଡା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍

ନିୟମିତ ଚଳାଚଳ ପୂର୍ବରୁ ଆସନ୍ତାକାଲି ପୁରୀ- ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଟ୍ରାଏଲ ରନ୍ କରାଯିବ ।

୫ଟି କୁ ସମାଲୋଚନା କଲେ ବିଜୟ

ରାଜ୍ୟ ସରକାରଙ୍କ ୫ଟିକୁ କଡା ସମାଲୋଚନା କଲେ ବିଜୟ ପଟ୍ଟନାୟକ । କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକଙ୍କ ସମାଲୋଚନା ।

ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକ ଏସିଡ ଟାବଲେଟ୍

ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକ ଏସିଡ ଟାବଲେଟ୍ । ୧୯ ଏପ୍ରିଲରୁ ୧୬ଜୁନ ଯାଏ ଘରକୁ ଘର ଯାଇ ଟ୍ୟାବଲେଟ ବଣ୍ଟାଯିବ

ବଦଳି କରାଯାଇଥିବା ପୋଲିସ ଅଧିକାରୀଙ୍କୁ ଝାରସୁଗୁଡାରୁ ବିଦା କରାଯାଉ

ବିଜେପିର ପ୍ରତିନିଧିମଣ୍ଡଳୀ ସିଇଓଙ୍କୁ ଭେଟି ଦାବିପତ୍ର ପ୍ରଦାନ

ବିଜେଡି ଶାସନରେ ଓଡ଼ିଶାରେ ଅରାଜକତା ବ୍ୟାପିଛି

ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଦେଖାଦେଇଥିବାରୁ ଓଡ଼ିଶାବାସୀଙ୍କ ସୁରକ୍ଷାକୁ ନେଇ ବଡ ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି ସାମ୍ବାଦିକ ସମ୍ମିଳନୀ ରେ ଶାସକ ଦଳ ଉପରେ...

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ

ମାନ୍ୟବର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଙ୍କ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ

ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରସ୍ତୁତି ବୈଠକ

ଗ୍ରୀଷ୍ମକାଳୀନ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରସ୍ତୁତି ବୈଠକ ।

ମେ ୫ ଯାଏଁ ଆଶ୍ୱସ୍ତି, ବୃଦ୍ଧି ପାଇବନି ଦିନର ତାପମାତ୍ରା

ଓଡ଼ିଶାବାସୀଙ୍କୁ ଖରା ତାତିରୁ ମିଳବ ଆଶ୍ୱସ୍ତି ।

ଛାତ୍ରୀଛାତ୍ରଙ୍କ ସଫଳତା ଓଡ଼ିଶାର ସଫଳତା: ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି।

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପ୍ରଶାସନର ସତ୍ୟପାଠ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଜି ସୁପ୍ରିମକୋର୍ଟରେ ୩୩ ପୃଷ୍ଠାର ସତ୍ୟପାଠ ଦାଖଲ ହୋଇଛି।

ଭୁବନେଶ୍ୱରରେ ହେବ କୁକୁର ଗଣନା

ଦୈନିକ ୧୫୦ କୁକୁରଙ୍କର ହେବ ବନ୍ଧ୍ୟାକରଣ

ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ ମାସ୍କ ବାଧ୍ୟତାମୂଳକ କଲେ...

ଦେଶ ଓ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ସ୍ଥିତିକୁ ନଜରରେ ରଖି ଆଗୁଆ ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର ।

୧୫ ପ୍ରସ୍ତାବରେ କ୍ୟାବିନେଟ୍ ମୋହର; ହକି ପ୍ରାୟୋଜକ ଆଉ ୧୦ ବର୍ଷ

ଓଡ଼ିିଶା’କୁ ହକିର ‘ଗ୍ଲୋବାଲ୍ ହବ୍‌’ କରିବା ଲକ୍ଷ୍ୟ ନେଇ ଓଡ଼ିଶା ସରକାର ଆଉ ୧୦ ବର୍ଷ ଭାରତୀୟ ପୁରୁଷ ଓ ମହିଳା ହକି ଦଳର ପ୍ରାୟୋଜକ ହେବା ପାଇଁ ନିଷ୍ପତ୍ତି ନେଇଛନ୍ତି...

ରାଜ୍ୟର ୪ଟି ଜିଲ୍ଲାରେ ୩୫୭ ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପଣ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ସନ୍ଧ୍ୟାରେ ଭର୍ଚୁଆଲ ମାଧ୍ୟମରେ ରାଜ୍ୟର ୪ଟି ଜିଲ୍ଲାରେ ୩୫୭ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପଣ କରିଛନ୍ତି।

ଗ୍ୟାଙ୍ଗଷ୍ଟାର ଗୁଡ୍ଡୁ ମୁସଲିମ୍ ର ଓଡିଶା ଲିଙ୍କ୍

ସୁଟର ଗୁଡ୍ଡୁ ମୁସଲିମଙ୍କୁ ଖୋଜୁଛି ୟୁପି ପୋଲିସ । କିନ୍ତୁ ଗୁଡ୍ଡୁ ମୁସଲିମ୍ ଚତୁରତାର ସହ ବାରମ୍ବାର ସ୍ଥାନ ପରିବର୍ତ୍ତନ କରିବାରେ ଲାଗିଛି ।