ମେଣ୍ଟ ଚର୍ଚ୍ଚା ଭିତରେ ନବୀନ ନିବାସରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ମେଣ୍ଟ ଚର୍ଚ୍ଚା ଭିତରେ ନବୀନ ନିବାସରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ମେଣ୍ଟ ଚର୍ଚ୍ଚା ଭିତରେ ନବୀନ ନିବାସରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ମେଣ୍ଟ ଚର୍ଚ୍ଚା ଭିତରେ ନବୀନ ନିବାସରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ। କିଛି ସମୟ ପରେ ନବୀନ ନିବାସରେ ବସିବ ଜରୁରୀ ବୈଠକ। ଏହି ବୈଠକରେ ମେଣ୍ଟ ସଂପର୍କରେ କିଛି ବଡ଼ ନିଷ୍ପତ୍ତି ହୋଇପାରେ ବୋଲି ଚର୍ଚ୍ଚା ହେଉଛି । ଏହି ବୈଠକରେ ଯୋଗ ଦେବା ପାଇଁ ଦଳର ବରିଷ୍ଠ ନେତାମାନଙ୍କୁ ଡକରା ଯାଇଛି। ଏବେ କିଛି ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚୁଛନ୍ତି। ଏହି ବୈଠକରେ ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକମାନଙ୍କୁ ମଧ୍ୟ ଡକାଯାଇଥିବା ସୂଚନା ରହିଛି। ପୂର୍ବରୁ ଗତ ୬ ତାରିଖରେ ନବୀନ ନିବାସରେ ବୈଠକ ହୋଇଥିଲା। ଯେଉଁଥିରେ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି ବିଜେଡି ପକ୍ଷରୁ କୁହାଯାଇଥିଲା।