ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ
ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ।

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ହେଲେ ଗତମାସରେ ବଡ ଭଉଣୀ ଗୀତା ମେହେଟ୍ଟାଙ୍କ ବିୟୋଗ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଏଥର ଜନ୍ମଦିନ ପାଳନ କରିବେ ନାହିଁ । ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରିଛନ୍ତି ।