ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର ସପ୍ତମ ବାଟାଲିୟନରୁ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକ ସପ୍ତମ ବାଟାଲିୟନର ସିପାହୀ ଦୁର୍ଯ୍ୟୋଧନ ମହାନ୍ତି

ଭୁବନେଶ୍ୱର ସପ୍ତମ ବାଟାଲିୟନରୁ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକ ସପ୍ତମ ବାଟାଲିୟନର ସିପାହୀ ଦୁର୍ଯ୍ୟୋଧନ ମହାନ୍ତି । ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ଯା କରିଥିବା ସୂଚନା ମିଳିଛି । ଦୁର୍ଯ୍ଯୋଧନ ୨୦୦୨ ବ୍ୟାଚର ସିପାହୀ ଥିଲେ । କାହିଁକି ଓ କେଉଁ ପରିସ୍ଥିତିରେ ସେ ଏପରି ଚରମ ନିଷ୍ପତ୍ତି ନେଲେ ସେନେଇ ପୋଲିସ ତଦନ୍ତ କରୁଛି ।