ବିଜେଡି ଛାଡ଼ିଲେ ଦେବାଶିଷ ନାୟକ
ବିଜେଡିରୁ ରବିବାର ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି।