ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ସୁଧାଂଶୁ ଷଡ଼ଙ୍ଗୀ
ରାଜ୍ୟ ଅଗ୍ନିଶମ ଓ ଜରୁରୀକାଳିନ ସେବା ସଂସ୍ଥା ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ

ରାଜ୍ୟ ଅଗ୍ନିଶମ ଓ ଜରୁରୀକାଳିନ ସେବା ସଂସ୍ଥା ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ। ୧୯୯୦ ବ୍ୟାଚ୍ର ବରିଷ୍ଠ ଆଇପିଏସ୍ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଦାୟିତ୍ୱ ଗ୍ରହଣ କରିବା ପରେ କୌଣସି ସଂଗଠନର ବିକାଶ ଓ ପରିଚୟ ଏକ କ୍ରମାଗତ ପ୍ରକିୟା ବୋଲି କହିଛନ୍ତି ।