ଦିଗପହଣ୍ଡି ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ ସ୍ଥଗିତ

ଦିଗପହଣ୍ଡି ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ ସ୍ଥଗିତ

ଦିଗପହଣ୍ଡି ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ ସ୍ଥଗିତ

ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଥିବାରୁ ଗଞ୍ଜାମ ଜିଲା ଦିଗପହଣ୍ଡି ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି। ଗଞ୍ଜାମ ଜିଲାପାଳଙ୍କ ରିପୋର୍ଟ ଆାଧାରରେ ଉପନିର୍ବାଚନକୁ ସ୍ଥଗିତ ରଖାଯାଇଥିବା ଜଣାପଡ଼ିଛି। ଉପନିର୍ବାଚନ ସ୍ଥଗିତ ରଖିବାକୁ ରାଜ୍ୟ ନିର୍ବାଚନ କମିଶନ ନିର୍ଦେଶ ଦେଇଛନ୍ତି ।