ରାଜଧାନୀରେ ନକଲି ସସ୍ କାରଖାନା ଠାବ
ନକଲି ଟମାଟୋ ସସ ଫ୍ୟାକ୍ଟ୍ରିରେ ବଡ଼ ଧରଣର ରେଡ଼

ନକଲି ଟମାଟୋ ସସ ଫ୍ୟାକ୍ଟ୍ରିରେ ବଡ଼ ଧରଣର ରେଡ଼ । ରେଡ କଲା କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ୱାଡ । ଭୁବନେଶ୍ୱର ଭୀମଟାଙ୍ଗୀ ଅଞ୍ଚଳରେ ଖାଦ୍ୟ ସୁରକ୍ଷା ବିଭାଗ ସହାୟତାରେ ଚଢ଼ାଉ କରିଛି ସ୍ପେଶାଲ ସ୍କ୍ୱାଡ । ଚଢ଼ାଉ ବେଳେ ବିପୁଳ ପରିମାଣର ନକଲି ସସ, ରଙ୍ଗ, କଞ୍ଚାମାଲ ଜବତ କରାଯାଇଛି । ସସ ତିଆରି ହେଉଥିବା କିଛି ମେସିନ ମଧ୍ୟ ଜବତ କରାଯାଇଛି ।