ଗୁରୁଙ୍କ ଆଶୀର୍ବାଦ ହିଁ ଜୀବନରେ ଆଣେ ଜ୍ଞାନ ରୂପକ ଆଲୋକ

ଆଜି ହେଉଛି ପବିତ୍ର ଗୁରୁ ପୂର୍ଣ୍ଣିମା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଭାବନା ବ୍ୟକ୍ତ କରିଛନ୍ତି।

ଗୁରୁଙ୍କ ଆଶୀର୍ବାଦ ହିଁ ଜୀବନରେ ଆଣେ ଜ୍ଞାନ ରୂପକ ଆଲୋକ

ଆଜି ହେଉଛି ପବିତ୍ର ଗୁରୁ ପୂର୍ଣ୍ଣିମା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଭାବନା ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ, ଅଜ୍ଞାନ ରୂପକ ଅନ୍ଧକାର ଦୂର କରି ଗୁରୁଙ୍କ ଆଶୀର୍ବାଦ ହିଁ ଜୀବନରେ ଜ୍ଞାନ ରୂପକ ଆଲୋକ ଭରିଦିଏ। ଏକ ପରିପୂର୍ଣ୍ଣ ଜୀବନ, ବ୍ୟକ୍ତିତ୍ୱ ନିର୍ମାଣ ଏବଂ ସୁସ୍ଥ ସମାଜ ଗଠନ ଦିଗରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ମହାନ ଗୁରୁମାନଙ୍କୁ ପବିତ୍ର ଗୁରୁ ପୂର୍ଣ୍ଣିମା ଅବସରରେ ପ୍ରଣାମ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।