ହୀରାକୁଦ ଡ୍ୟାମର ୧୦ଟି ଗେଟ୍ ବନ୍ଦ
ବନ୍ୟା ଜଳ ପ୍ରବେଶ ହ୍ରାସ ପାଇଥିବାରୁ ହୀରାକୁଦ ଡ୍ୟାମର ୧୦ଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଥିବା ଜଣାଯାଇଛି

ବନ୍ୟା ଜଳ ପ୍ରବେଶ ହ୍ରାସ ପାଇଥିବାରୁ ହୀରାକୁଦ ଡ୍ୟାମର ୧୦ଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଥିବା ଜଣାଯାଇଛି। ବାମ ପଟରୁ ୭ ଓ ଡାହାଣ ପଟରୁ ୩ଟି ଗେଟ୍ ବନ୍ଦ ସୂଚନା ମିଳିଛି। ଏବେ ୧୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ପୂର୍ବରୁ ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା ।