ଲକ୍ଷ୍ମୀ ବସ୍ ଧକ୍କାରେ ଜଣେ ବାଇକ ଆରୋହୀ ମୃତ
ମଙ୍ଗଳବାର ସକାଳ ୮ଟା ସମୟରେ କଣ୍ଟାମାଳ ଥାନା ଲମ୍ବସରୀ ଛକ ନିକଟରେ ଲକ୍ଷ୍ମୀ ବସ୍ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।

ମଙ୍ଗଳବାର ସକାଳ ୮ଟା ସମୟରେ କଣ୍ଟାମାଳ ଥାନା ଲମ୍ବସରୀ ଛକ ନିକଟରେ ଲକ୍ଷ୍ମୀ ବସ୍ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁସାରେ କଣ୍ଟାମାଳ ବ୍ଲକ ବିଚିକା ଗାଁର ପ୍ରଶାନ୍ତ ମହାନନ୍ଦିଆ ଓ ବାଲ୍ମୀକି ମହନନ୍ଦିଆ କୌଣସି କାମରେ ବାଇକ ଯୋଗେ ଯାଉଥିବା ବେଳେ ଏହି ସମୟରେ ଲକ୍ଷ୍ମୀ ବସ୍ ବୁଲାଇବା ପାଇଁ ବସ୍ ପଛକୁ ଘୁଞ୍ଚାଉଥିଲା।