ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ
ବରଗଡ଼ ଜିଲ୍ଲା ଝରବନ୍ଧ ଜାମପାଳିରେ ଏକ ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହକୁ କେନ୍ଦ୍ର କରି ସ୍ୱାମୀର ମରଣାନ୍ତକ ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ ଘଟିଛି ।

ବରଗଡ଼ ଜିଲ୍ଲା ଝରବନ୍ଧ ଜାମପାଳିରେ ଏକ ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହକୁ କେନ୍ଦ୍ର କରି ସ୍ୱାମୀର ମରଣାନ୍ତକ ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ ଘଟିଛି । ମୃତକ ମହିଳା ଜଣକ ଶ୍ରୀୟା ସାହୁ ବୋଲି ଜଣାପଡ଼ିଛି ।
ଏହି ଘଟଣାକୁ ନେଇ ମୃତକଙ୍କ ପୁଅର ଅଭିଯୋଗ କରିବା ପରେ ସ୍ଥାନୀୟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତ ବାପାକୁ ପୋଲିସ ଅଟକ ରଖି ପଚରା ଉଚରା ଜାରି ରଖିଛି ।