ମୋଦି ବିଲ୍ଗେଟ୍ସ ଭେଟଘାଟ; ଡିଜିଟାଲ ସୁବିଧାକୁ ନେଇ କଲେ ଆଲୋଚନା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଲ୍ ଗେଟ୍ସଙ୍କ ମଧ୍ୟରେ ଆଲୋଚନା ଜାରି ରହିଛି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଲ୍ ଗେଟ୍ସଙ୍କ ମଧ୍ୟରେ ଆଲୋଚନା ଜାରି ରହିଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସିଠୁ ଆରମ୍ଭ କରି ସ୍ବାସ୍ଥ୍ୟ ଏବଂ ଜଳବାୟୁ ଉପରେ ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ୍ ଗେଟ୍ସଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିଛନ୍ତି। ସର୍ବଶ୍ରେଷ୍ଠ ଶିକ୍ଷାଦାନ ଦିଗରେ କାର୍ଯ୍ୟ ଜାରି କରାଯାଇଛି।