ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଶ୍ରଦ୍ଧାଞ୍ଜଳି

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଶ୍ରଦ୍ଧାଞ୍ଜଳି

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜୁ ପଟ୍ଟନାୟକଙ୍କ ଦୂରଦର୍ଶୀ ନେତୃତ୍ଵ ଓ ତାଙ୍କର ଅବଦମିତ ଭାବନା ପୀଢ଼ି ପୀଢ଼ି ଧରି ପ୍ରେରଣା ଯୋଗାଉଛି । ରାଷ୍ଟ୍ର ନିର୍ମାଣ ଓ ବିକାଶରେ ବିଜୁ ପଟ୍ଟନାୟକଙ୍କ ଅବଦାନ ଅନୁକରଣୀୟ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ବିଶେଷ ଦିନରେ ସେ ଓଡ଼ିଶାରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ ବୋଲି ସୋସିଆଲ ମିଡିଆ ଏକ୍ସ ଜରିଆରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ।