ନନ୍ଦନକାନନରେ ନୂଆ ଅତିଥି

ଏହା ସହିତ ନନ୍ଦନକାନନର ମୋଟ ସିଂହ ସଂଖ୍ୟ ୨୫କୁ ବୃଦ୍ଧି ହୋଇଛି

ନନ୍ଦନକାନନରେ ନୂଆ ଅତିଥି

ନନ୍ଦନକାନନରେ ମୋଟ ୧୪ଟି ଏସିୟ ସିଂହଙ୍କ ମଧ୍ୟରେ ୯ ଟି ଅଣ୍ତିରା , ୫ଟି ମାଈ  ଓ ହାଇବ୍ରିଡ ୭ଟି ସିଂହ ମଧ୍ୟରେ ୪ ଅଣ୍ଡିରା ୩ ମାଈଙ୍କୁ ମିଶାଇ  ସର୍ବମୋଟ ୨୧ଟି ସିଂହ ଥିଲେ।  

ଏହା ସହିତ ନନ୍ଦନକାନନର ମୋଟ ସିଂହ ସଂଖ୍ୟ ୨୫କୁ ବୃଦ୍ଧି ହୋଇଛି। ଏନେଇ ପ୍ରାଣୀ ଉଦ୍ୟାନରେ ଆନନ୍ଦର ବାତାବରଣ ସୃଷ୍ଟି ହୋଇଛି।