୨୦୧୬ ରୁ ୨୦୨୪ ମଧ୍ୟରେ ଫେରିଯାଇଛି ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର : ପଞ୍ଚାୟତିରାଜ ମନ୍ତ୍ରୀ
୨୦୧୬ ରୁ ୨୦୨୪ ମଧ୍ୟରେ ଫେରିଯାଇଛି ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର

୨୦୧୬ ରୁ ୨୦୨୪ ମଧ୍ୟରେ ଫେରିଯାଇଛି ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର। ତତ୍କାଳୀନ ସରକାର ଯୋଗ୍ୟ ହିତାଧିକାରୀଙ୍କ ତାଲିକା ନଦେଇ ପାରିବାରୁ ପକ୍କା ଘର ଫେରିଯାଇଛି। ବିଧାନସଭାରେ ଉତ୍ତର ରଖିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ।
ବିଜେପି ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ମନ୍ତ୍ରୀ କହିଛନ୍ତି ଯେ, ୨୦୧୪ ରୁ ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷ ୫୭ ହଜାର ୮୪୭ ପକ୍କା ଘର ନିର୍ମାଣ ଶେଷ ହୋଇଥିବା ବେଳେ ୫ ଲକ୍ଷ ୨୭ ହଜାର ୬୦୪ ଗୃହ ନିର୍ମାଣଧୀନ ରହିଛି।