ଆଜିର ରାଶିଫଳ

ଅଦ୍ୟ ସେପ୍ଟେମ୍ବର ମାସ ୨୭  ତାରିଖ ୨୦୨୪ ମସିହା(ଶୁକ୍ରବାର)

ଆଜିର ରାଶିଫଳ

ମହାବୀର ପଞ୍ଜିକା
 ✧═════•❁❀❁•═════✧   
 ଅଦ୍ୟ ସେପ୍ଟେମ୍ବର ମାସ ୨୭  ତାରିଖ ୨୦୨୪ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୬ 
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଆଶ୍ୱିନମାସ- କୃଷ୍ଣପକ୍ଷ
ତିଥି- ଦଶମୀ ଦିବା ଘ୦୧/୩୦ ଗତେ ଏକାଦଶୀ
ନକ୍ଷତ୍ର- ପୁଷ୍ୟା ରାତ୍ରି ଘ୦୨/୧୩ ଗତେ ଅଶ୍ଳେଷା
ଚନ୍ଦ୍ର - କର୍କଟ
ଯୋଗ- ଶିବ
କରଣ - ବିଷ୍ଟି
ସୌରମାସ- କନ୍ୟା ୧୨ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୪୧/୧୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୬/୨୬
*✧═════•❁❀
ଯୋଗିନୀ ଉତ୍ତରେ ଦିବା ଘ୦୧/୩୦ ଗତେ ଅଗ୍ନିକୋଣେ
 ଦଶମୀ ର ଏକୋଡ଼ିଷ୍ଟ ଶ୍ରାଦ୍ଧ ମହାଳୟା ବିଧିରେ ହେବ 
ବିଛା,ଧନୁ ଓ ମୀନ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା - ଦିବା ଘ୦୮/୩୮ ଗତେ ଘ୧୧/୩୮ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ  ଘ୦୬/୩୦ ମଧ୍ୟେ  ଓ  ଘ୦୭/୧୨ ଗତେ ଘ୦୮/୩୭ ମଧ୍ୟେ ଓ  ଘ୧୨/୦୫ ଗତେ ଘ୦୩/୧୮ ମଧ୍ୟେ  
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ  କଳମଶାଗ ଦିବା ଘ୦୧/୩୦ ଗତେ ଶିମ୍ବ ଭକ୍ଷଣ ନିଷେଧ
═✧══•❁❀❁•═════✧
 ଡ:ବାୟୁନନ୍ଦନ ମିଶ୍ର  
 ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର 
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
  
ଆଜିର ରାଶିଫଳ
ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ। 

ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି। 

ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ  ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ। 


କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ। 


ସି˚ହ: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ। 


କନ୍ୟା: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ। 


ତୁଳା: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।

 
ବିଛା: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ। 

ଧନୁ: ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ। 


ମକର: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ। 


କୁମ୍ଭ: ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। 

ମୀନ:ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।