ପୀତାମ୍ବରଙ୍କୁ ଆଡଭୋକେଟ ଜେନେରାଲ ଭାବେ ମିଳିଲା ନିଯୁକ୍ତି

ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ୱ

ପୀତାମ୍ବରଙ୍କୁ ଆଡଭୋକେଟ ଜେନେରାଲ ଭାବେ ମିଳିଲା ନିଯୁକ୍ତି

ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ୱ । ପୀତାମ୍ବରଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ମିଳିଛି । ପୀତାମ୍ବରଙ୍କୁ ଏଜି ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ପୀତାମ୍ବରଙ୍କ ନିଯୁକ୍ତି ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ହେଉଛନ୍ତି ପୀତାମ୍ବର ଆଚାର୍ଯ୍ୟ। ଆଇନ୍ କ୍ଷେତ୍ରରେ ତାଙ୍କ ଦୀର୍ଘଦିନର ଅଭିଜ୍ଞତା ରହିଛି।