Politics
ଆମେଥି ଓ ୱାୟନାଡରୁ ଲଢିବେ ରାହୁଲ ଗାନ୍ଧି
କଂଗ୍ରେସ ନେତା ରାହୁଲ ଗାନ୍ଧି ଉତ୍ତରପ୍ରଦେଶର ଆମେଥି ଓ କେରଳର ୱାୟନାଡରୁ ଲୋକସଭା ନିର୍ବାଚନ ଲଢ଼ିବେ
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ଘର ବାହୁଡ଼ା, କଂଗ୍ରେସରେ...
ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି କଂଗ୍ରେସ ଦଳରେ ରାଜନୈତିକ ଉଷ୍ମତା ସେତିକି ବଢ଼ିବାରେ ଲାଗିଛି।
ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ; ବିଜେଡି-ବିଜେପି ମଧ୍ୟରେ...
ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ; ବିଜେଡି-ବିଜେପି ମଧ୍ୟରେ ହୋଇପାରେ ମେଣ୍ଟ
ପଦ୍ମ ଧରିଲେ ନାଲ୍କୋର ପୂର୍ବତନ ସିଏମ୍ଡି ତପନ ଚାନ୍ଦ
ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ଓ ବିଜେଡିର ବହୁ ବରିଷ୍ଠ ନେତା ଓ ବିଧାୟକମାନେ ବିଜେପିରେ ସାମିଲ ହେଉଛନ୍ତି।
ମୋଦୀଙ୍କୁ ହତ୍ୟା ଧମକ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ମାମଲାରେ କର୍ଣ୍ଣାଟକର ୟାଦଗିରିରେ...
ନିର୍ବାଚନ ପାଇଁ ମାର୍ଚ୍ଚ ୧୪ କିମ୍ବା ୧୫ରେ ତାରିଖ ଘୋଷଣା ସମ୍ଭାବନା
ଖୁବଶୀଘ୍ର ସାଧାରଣ ନିର୍ବାଚନ ନେଇ ଘୋଷଣା ହୋଇପାରେ ତାରିଖ
ବିଜେଡିି ସରକାରଙ୍କ ଉପରେ ବର୍ଷିଲେ ଭାଜପା ମହିଳା ନେତ୍ରୀ
କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟରେ ସୋମବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ନାରୀ ଶକ୍ତି ବନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଛି।
ପଦ୍ମ ଧରିଲେ ପ୍ରେମାନନ୍ଦ ନାୟକ, ରାଜୁ ଦାସ ଓ ନରେନ ପଲେଇ
ସାଧାରଣ ନିର୍ବାଚନ ପୂର୍ବରୁ ଭୁଷୁଡିବାରେ ଲାଗିଛି କଂଗ୍ରେସ ଓ ବିଜେଡି ଶିବିର।
ବିଜେଡିରୁ ଇସ୍ତଫା ଦେଇ ବିଜେପିକୁ ଫେରିଲେ ବିଧାୟକ ଅରବିନ୍ଦ ଢାଲି
ଗତକାଲି ବିଜେଡିରୁ ଇସ୍ତଫା ଦେଇଥିବା ଜୟଦେବ ବିଧାୟକ ଅରବିନ୍ଦ ଢାଲି ଆଜି ପୁଣି ବିଜେପିକୁ ଫେରିଛନ୍ତି
୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ନେତା
୮ଟି ବିଜ୍ଞପିତ ଅଂଚଳ ପରିଷଦ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତା ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହ ୫ଟି ଅଧ୍ୟକ୍ଷଙ୍କୁ ଦେଲେ ଧନ୍ୟବାଦ ନୂଆ...
ଦଳ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ
ରାଜ୍ୟରେ କଂଗ୍ରେସକୁ ଆଉ ଏକ ଝଟକା
ଆଜି ନବୀନ ନିବାସ ଘେରିବ ଯୁବ କଂଗ୍ରେସ
ଆଜି ନବୀନ ନିବାସ ଘେରିବ ଯୁବ କଂଗ୍ରେସ। ଦୀର୍ଘ ୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଏବଂ ଭ୍ରଷ୍ଟାଚାର ବଢିଚାଲିଛି ଏବଂ ରାଜ୍ୟ ସରକାର ଯୁବକମାନଙ୍କ ସହ ପ୍ରତାରଣା...
ଆଜି ପ୍ରାର୍ଥୀଙ୍କ ନାମ ଘୋଷଣା କରିପାରେ ବିଜେପି
ବିଜେପିରେ କେନ୍ଦ୍ରୀୟ ନିର୍ବାଚନ କମିଟିର ପ୍ରଥମ ବୈଠକ ଆଜି ଦିଲ୍ଲୀରେ ବସିବ
ପଦ୍ମ ଧରିବେ ପ୍ରଶାନ୍ତ ଜଗଦ୍ଦେବ
ବିଜେପିରେ ଯୋଗଦେଇପାରନ୍ତି ପ୍ରଶାନ୍ତ ଜଗଦ୍ଦେବ
ସତ୍ୟବାଦୀ ନିର୍ବାଚନ ମଣ୍ଡଳୀରେ କିଏ ହେବେ ପ୍ରାର୍ଥୀ
ସତ୍ୟବାଦୀ ପଲିଟିକ୍ସ । ଜୋର ଧରିଲା ସଞ୍ଜୟ-ଉମା କଳି









