Posts
ଆଜି ୨ ହଜାର ରେଳପ୍ରକଳ୍ପର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
ଆଜି ଦୁଇ ହଜାର ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ବିଜେଡି ଟିକେଟ ପାଇଁ ଦଶହଜାର ଆବେଦନକାରୀ: ବବି ଦାସ
ବବି ଦାସ ଏମିତି କାହିଁକି ଲେଖିଲେ, ଯାହାକୁ ନେଇ ଜାତୀୟ ଦଳ ଭିତରେ ସୃଷ୍ଟି ହୋଇଛି ଆଲୋଡନ
ବିଜେଡି ଛାଡ଼ିଲେ ଦେବାଶିଷ ନାୟକ
ବିଜେଡିରୁ ରବିବାର ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି।
ଗଣ ଶିକ୍ଷାମନ୍ତ୍ରୀଙ୍କ ବାସ ଭବନ ଘେରିଲା ଏବିଭିପି
ମାଟ୍ରିକ୍ ବିଭ୍ରାଟକୁ ନେଇ ଗଣ ଶିକ୍ଷାମନ୍ତ୍ରୀଙ୍କ ବାସ ଭବନ ଘେରାଉ କରିଛି ଏବିଭିପି
ଡାଲି ଓ ତୈଳବୀଜ ଉତ୍ପାଦନରେ ସମୃଦ୍ଧ ହେବ ଓଡ଼ିଶା
ରାଜ୍ୟରେ କୃଷକଙ୍କ ଆୟ ବୃଦ୍ଧି ଏବଂ ଫସଲ ଉତ୍ପାଦନ ବୃଦ୍ଧି ପାଇଁ ରାଜ୍ୟ ସରକାର ଏକାଧିକ ଯୋଜନାମାନ ପ୍ରଣୟନ କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ ମୁହଁରେ ଓଡ଼ିଆ ଦମ୍ପତିଙ୍କ ପ୍ରଶଂସା
ପ୍ରଧାନମନ୍ତ୍ରୀଙ୍କ ମୁହଁରେ ଓଡ଼ିଆ ଦମ୍ପତିଙ୍କ ପ୍ରଶଂସା
ସୁଦର୍ଶନ ସେତୁର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଗୁଜରାଟରେ ସୁଦର୍ଶନ ସେତୁର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
'ମୋ ବସ'ର ନୂଆ ଆପ୍
ମୋ ବସରେ ଯାତ୍ରା କରିବା ଆହୁରି ସହଜ ହେବ । ମୋ ବସ୍ କେଉଁଠି ଅଛି ଗୋଟିଏ କ୍ଲିକରେ ଲାଇଭ ଲୋକେସନ ଜାଣିହୋଇଯିବ ।
ଆଜି ପଦ୍ମ ଧରିବେ କଂଗ୍ରେସ ଦଳରୁ ଇସ୍ତଫା ଦେଇଥିବା ନିହାର ମହାନନ୍ଦ
ଟାଣୁଆ ନେତା ତଥା ପୂର୍ବତନ ଅତାବିରା ବିଧାୟକ ନିହାର ମହାନନ୍ଦ କଂଗ୍ରେସ ଦଳରୁ ଇସ୍ତଫା ପରେ କେଉଁ ଦଳକୁ ଯିବେ ସେନେଇ ଚର୍ଚ୍ଚା ଲାଗି ରହିଥିଲା।
ସୁନ୍ଦର ତ୍ଵଚା ଓ କେଶ ପାଇଁ ଅଁଳା
ପ୍ରତିଦିନ ଅଁଳା ଖାଇବା ଏକ ଭଲ ଅଭ୍ୟାସ। କାରଣ ଏଥିରେ ଭରି ରହିଛି ଅନେକ ଔଷଧିୟ ଗୁଣ ଯାହାକି ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାଠୁ ଦୂରେଇ ରଖିବାରେ ବେଶ୍...
ଦ୍ଵାରକା ମନ୍ଦିରରେ ପୂଜା କରିବେ ପ୍ରଧାନମନ୍ତ୍ରୀ ମୋଦୀ, ଉଦଘାଟନ...
ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଗସ୍ତ ଅବସରରେ ଗୁଜୁରାଟକୁ ଅନେକ ଭେଟି ଦେବେ ପ୍ରଧାନମନ୍ତ୍ରୀ ମୋଦୀ ।
ଗଠନ ହେଲା ୩୪ଟି ନୂଆ ଏନ୍ଏସି: ୫ଏନ୍ଏସି ହେଲା ମ୍ୟୁନିସିପାଲିଟି
୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍ଏସି) ଗଠିତ ହେବ।
ବାଇକ ଚଢି ଦୁର୍ବଳ ନଦୀବନ୍ଧ ବୁଲି ଦେଖିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ...
ଆଜି ଦିନିକିଆ ଭଦ୍ରକ ଜିଲ୍ଲା ଗସ୍ତ କରିଛନ୍ତି ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ୱରର ନୂଆ କମିଶନର
ପରିବା ବିକାଳିରୁ IAS, ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ନୂତନ କମିଶନର ଭାବେ ଯୋଗ ଦେଇଛନ୍ତି ରାଜେଶ ପାଟିଲ








