Posts
ଦିନିକିଆ ଜଗତସିଂହପୁର ଜିଲ୍ଲା ଗ୍ରସ୍ତ ରେ କେନ୍ଦ୍ରାଞ୍ଚଳ ରାଜସ୍ୱ...
କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ରଞ୍ଜନ କୁମାର ଦାସ ଙ୍କ ର ଦିନିକିଆ ଜଗତସିଂହପୁର ଜିଲ୍ଲା ଗ୍ରସ୍ତ କାର୍ଯ୍ୟକ୍ରମ
ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି , ୨୭ରେ ୧୫ଟି...
ଚଳିତମାସ ୨୭ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି
ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ୍ କଲେ ରାହୁଲ
ଓଡ଼ିଶାରେ କଂଗ୍ରେସର ‘ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା’ର ତୃତୀୟ ତଥା ଅନ୍ତିମ ଦିନରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ୍ କରିଛନ୍ତିି।...
ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଅମିନ
ଲାଞ୍ଚ ନେବାବେଳେ ଧରାପଡ଼ିଲେ ବଲାଙ୍ଗୀର ଜିଲ୍ଲା ସଇଁତଳା ତହସିଲ କାର୍ଯ୍ୟାଳୟର ଅମିନ ନିର୍ମଳେନ୍ଦୁ କବି
ରାଜ୍ୟରେ କମୁଛି ଦାରିଦ୍ର୍ୟ ହାର: ମନ୍ତ୍ରୀ
ରାଜ୍ୟରେ କମୁଛି ଦାରିଦ୍ର୍ୟ ହାର। ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ବିଧାନସଭାରେ ଏହି ସୂଚନା ଦେଇଛନ୍ତି
ତୃତୀୟ ଓ ଚତୁର୍ଥ ଟେଷ୍ଟ ବି ଖେଳିବେନି କୋହଲି
ଟିମ୍ ଇଣ୍ଡିଆ ସୁପରଷ୍ଟାର ବିରାଟ କୋହଲି ଇଂଲଣ୍ଡ ବିପକ୍ଷ ତୃତୀୟ ଓ ଚତୁର୍ଥ ଟେଷ୍ଟ ପାଇଁ ମଧ୍ୟ ଉପଲବ୍ଧ ହୋଇ ନପାରନ୍ତି
୬ଦଫା ଦାବୀ ନେଇ ଉତ୍କଳ ସାମ୍ବାଦିକ ସଂଘର ବିକ୍ଷୋଭ
ଲୋୟର ପିଏମ୍ଜିରେ ଉତ୍କଳ ସାମ୍ବାଦିକ ସଂଘର ବିକ୍ଷୋଭ, ସାମିଲ୍ ହେଲେ ଦୁଇ ହଜାରରୁ ଉର୍ଦ୍ଧ୍ବ ପ୍ରତିନିଧି
ଅପରେସନ ପରେ ଚଟାଣରେ ଶୋଇଲେ ୨୯ ମହିଳା,ହସ୍ପିଟାଲରେ ମିଳିଲାନି ବେଡ୍
ରାଜ୍ୟରେ ସ୍ୱାସ୍ଥ୍ୟ ବ୍ୟବସ୍ଥାର କରୁଣ ଚିତ୍ର। ଡାକ୍ତରଖାନାରେ ବେଡ୍ ନମିଳିବାରୁ ଚଟାଣରେ ଶୋଇଲେ ରୋଗୀ।ଫ୍ୟାମିଲି ପ୍ଲାନିଂ ଅପରେସନ୍ ପରେ ଜଣେ ମହିଳା ତଳେ ଶୋଇଥିଲେ।
ବୁମରାହ ରଚିଲେ ଇତିହାସ
ଟିମ୍ ଇଣ୍ଡିଆର ଦ୍ରୁତ ବୋଲର ଜସପ୍ରୀତ ବୁମରାହ ଆଇସିସି ଟେଷ୍ଟ ର୍ୟାଙ୍କିଙ୍ଗରେ ରଚିଲେ ଇତିହାସ।
ମେସିନ୍ ଯୋଗେ ବାଲି ଉଠାଣ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ
ମେସିନ ବ୍ୟବହାର କରି ନଦୀ କୂଳରେ ବାଲି ଉତ୍ତୋଳନ ଉପରେ କଟକଣା ଲଗାଇବା ସହ ବାଲି ପରିବହନ ଉପରେ ଅନେକ କଟକଣା ଜାରି କରିଛନ୍ତି ଓଡ଼ିଶା ହାଇକୋର୍ଟ।
ଲୋକକଳା ଆମ ଜାତିର ଅସ୍ମିତା: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ ରେ ଆଉ ୩୦ହଜାର କଳାକାରଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି
ପ୍ରେମ ସପ୍ତାହ ଆରମ୍ଭ
ଫେବୃଆରୀ ମାସ ପ୍ରେମୀ ଯୁଗଳଙ୍କ ପାଇଁ ବହୁତ ଖାସ୍ ହୋଇଥାଏ । ୭ ଫେବୃଆରୀରୁ ୧୪ ପର୍ଯ୍ୟନ୍ତ ଭାଲେଣ୍ଟାଇନ ସପ୍ତାହ ପାଳନ କରୁଛନ୍ତି ପ୍ରେମୀ ଯୁଗଳ ।
ଆଉ ୪ଲକ୍ଷଙ୍କୁ ମଧୁବାବୁ ପେନ୍ସନ୍
ରାଜ୍ୟ ସାମାଜିକ ସୁରକ୍ଷା ବ୍ୟବସ୍ଥା ମଧୁବାବୁ ପେନସନ ଯୋଜନାରେ ସାମିଲ ହେବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ଖୁସିର ଖବର।
ଓଡ଼ିଶାରେ ବିଜେପି ଓ ବିଜେଡି ସରକାର ପାର୍ଟନରସିପ୍ରେ ଚାଲିଛି: ରାହୁଲ...
ଓଡ଼ିଶାରେ ଚାଲିଛି ପାର୍ଟନରସିପ୍ ସରକାର। ବିଜେପି ଓ ବିଜେଡି ଭାଗିଦାରୀରେ ଚାଲିଛି ଏହି ସରକାର।








