Posts
ରୂପାନ୍ତରଣ ସ୍ପର୍ଶରେ ଝଲସୁଛି ମାଆ ସମଲେଇଙ୍କ ପୀଠ
ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ । ରୂପାନ୍ତରଣ ସ୍ପର୍ଶରେ ଝଲସୁଛି ମାଆ ସମଲେଇଙ୍କ ପୀଠ।
ଆମେରିକାରେ ପ୍ରଥମ, ନାଇଟ୍ରୋଜେନ୍ ଗ୍ୟାସ୍ ଦ୍ବାରା ମୃତ୍ୟୁଦଣ୍ଡ
ନାଇଟ୍ରୋଜେନ ଗ୍ୟାସ୍ ମାଧ୍ୟମରେ ମୃତ୍ୟୁଦଣ୍ଡ ଦେବାରେ ବିଶ୍ଵର ପ୍ରଥମ ଦେଶ ହୋଇଛି ଆମେରିକା ।
ବୋରିଗୁମ୍ମା ସଡକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ...
କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ...
ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ
ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ୭୫ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି
କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି
ଭାରତ ଆଜି ପାଳୁଛି ୭୫ତମ ଗଣଣତନ୍ତ୍ର ଦିବସ । ଆଜିର ଏହି ପବିତ୍ର ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ ସହ ନୂଆଦିଲ୍ଲୀରେ କର୍ତ୍ତବ୍ୟ ପଥରୁ ଗଣତନ୍ତ୍ର ଦିବସ ପ୍ୟାରେଡରେ...
ବାଲୁକା କଳା ମାଧ୍ୟମରେ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ...
ଦିଲ୍ଲୀ ଠାରୁ ଆରମ୍ଭ କରି ପଲ୍ଲୀ ଯାଏ ସବୁଠି ଉତ୍ସବ ମୁଖର ପାରିବେଶ
ଓଡ଼ିଶାର ୧୧ ପୋଲିସ ଅଧିକାରୀଙ୍କୁ ମିଳିବ ପ୍ରଶଂସନୀୟ ସେବା ପଦକ
ସାଧାରଣତନ୍ତ୍ର ଦିବସ ପୂର୍ବରୁ ଜାତୀୟ ସାହସିକତା ଓ ସେବା ପୁରସ୍କାର ଘୋଷଣା କରାଯାଇଛି ।
ଲାଞ୍ଚ ନେଉଥିଲେ ଜିଏସଟି ଅଧିକାରୀ, ମାଡ଼ି ବସିଲା ସିବିଆଇ
ଲାଞ୍ଚ ନେଉଥିଲେ ଜିଏସଟି ଅଧିକାରୀ, ମାଡ଼ି ବସିଲା ସିବିଆଇ
ପଦ୍ମ ଧରିବେ ଅର୍ଦ୍ଧେନ୍ଦୁ
ସାଧାରଣ ନିର୍ବାଚନ ପୂର୍ବରୁ ସବୁ ଦଳ ନିଜ ନିଜ ସଂଗଠନ ସଜାଡ଼ିବା ସହ ନିଜର ବଳ ବଢାଉଛନ୍ତି । ମିଶ୍ରଣ ପର୍ବ ଜରିଆରେ କର୍ମୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି କରୁଛନ୍ତି...
ସଡ଼କ ଦୁର୍ଘଟଣାରେ ମମତା ବାନାର୍ଜୀ ଆହତ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି।
ବଦଳିଲେ 47 ଥାନା ଅଧିକାରୀ
ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶା ସରକାର ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ପରେ ଏବେ ଆଇଆଇସି ସ୍ତରରେ ଅଦଳବଦଳ କରିଛନ୍ତି ।
ଦୁଇଦିନ ଧରି ଉଦଘାଟିତ ହେବ ସମ୍ବଲପୁରର ସମଲେଇ ପ୍ରକଳ୍ପ
ଆଉ ଦୁଇଦିନ ଉଦଘାଟିତ ହେବ ସମ୍ବଲପୁରର ସମଲେଇ ପ୍ରକଳ୍ପ l ଜୋରସୋରରେ ଚାଲିଛି ଲୋକାର୍ପଣ ଉତ୍ସବ ପ୍ରସ୍ତୁତି ।








