Posts

State

ସାବାଡ଼ ହେବେ ବଣୁଆ ହାତୀ

ଗତ କିଛି ଦିନ ହେବ ରାଜ୍ୟରେ ହାତୀଙ୍କ ଉତ୍ପାତ ଦେଖିବାକୁ ମିଳିଛି। ବଣୁଆଙ୍କୁ ଘଉଡ଼ାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି।

State

ଏଏସ୍‌ଓ ପରୀକ୍ଷା ଅନିୟମିତତା ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ କଲେ...

ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସଓ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି।

National

ସାମ୍ନାକୁ ଆସିଲା ରାମଲାଲାଙ୍କ ମୂର୍ତ୍ତିର ଆଉ ଏକ ନୂତନ ଫଟୋ

ଅଯୋଧ୍ୟାରେ ଜାନୁୟାରୀ ୧୬ରୁ ଆରମ୍ଭ ହୋଇଥିବା ପ୍ରାଣ ପ୍ରତିଷ୍ଠା ଅନୁଷ୍ଠାନର ଆଜି ଚତୁର୍ଥ ଦିନ ।

State

ଫେବ୍ରୁଆରୀ ୫ରୁ ବିଧାନସଭାର ବଜେଟ ଅଧିବେଶନ

ଫେବ୍ରୁଆରୀ ୫ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ

State

ଜାନୁଆରୀ ୨୨ରେ ହାଫ୍‌ ଡେ ଛୁଟି

ଜାନୁଆରୀ ୨୨କୁ ହାଫ୍ ଡେ ଛୁଟି ଘୋଷଣା କଲେ ରାଜ୍ୟ ସରକାର

National

ରାମମନ୍ଦିର ଉପରେ ଡାକ ଟିକେଟ୍‌ ଉନ୍ମୋଚନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀ ରାମ ଜନ୍ମଭୂମି ମନ୍ଦିର ଉପରେ ଏକ ସ୍ମାରକ ଡାକ ଟିକେଟ୍‌ ଉନ୍ମୋଚନ କରିଛନ୍ତି।

National

ଓଡ଼ିଆ ଭଜନ ସେୟାର କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ୍ସରେ ଓଡ଼ିଆ ରାମ ଭଜନ ଗୀତ 'ଅଯୋଧ୍ୟା ନଗରୀ ନାଚେ ତୁମକୁ ପାଇ' କୁ ସେୟାର କରିଛନ୍ତି

Dhenkanal

ପୁଣି ରେଳ ଦୁର୍ଘଟଣା

ଢେଙ୍କାନାଳ କମଳାଙ୍ଗ ଷ୍ଟେସନ ନିକଟରେ ଦୁର୍ଘଟଣା -l

Mayurbhanj

ସ୍କୁଲରେ ପଶିଲା ଦନ୍ତା

ବାରିପଦା ସହରର ଏମକେସି ହାଇସ୍କୁଲ ସମେତ ବିଭିନ୍ନ ଅଞ୍ଚଳରେ ବୁଲୁଛି ହାତୀ

State

ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗର ୨ ଗିରଫ

ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗର ୨ ଗିରଫ । ଗିରଫ କଲା କମିଶନରେଟ୍ ପୋଲିସ

Angul

ମା ସାଜିଲା ପିଶାଚ

ମା ସାଜିଲା ପିଶାଚ: ଦୁଇ ଛୁଆଙ୍କୁ ହତ୍ୟା କଲା

Sports

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରୋହିତ

ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସୁପର ଓଭର ବିଜୟ ସହ ଭାରତୀୟ ଅଧିନାୟକ ରୋହିତ ଶର୍ମା ପୂର୍ବତନ କ୍ୟାପଟେନ୍ ଏମଏସ ଧୋନିଙ୍କ ରେକର୍ଡ ଭାଙ୍ଗିଛନ୍ତି

Puri

ଲୋକାର୍ପଣ ଉତ୍ସବକୁ ଆସିଲେନି ଶଙ୍କରାଚାର୍ଯ୍ୟ

ତେବେ ଏଠି ପ୍ରଶ୍ନ ଉଠୁଛି, ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ କାହିଁକି ଯୋଗଦେଲେନି ଶଙ୍କରାଚାର୍ଯ୍ୟ?

Puri

ପରିକ୍ରମା ପ୍ରକଳ୍ପ ଉଦଘାଟନ ପରେ ଜଗନ୍ନାଥମୟ ସାରା ଶ୍ରୀକ୍ଷେତ୍ର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଜନ ସମୁଦ୍ର ପାଲଟିଥିଲା ବଡ଼ଦାଣ୍ଡ ।

State

ଆଜିଠୁ ପୁରୀକୁ ଗଡିବ ଜଗନ୍ନାଥ ଏକ୍ସପ୍ରେସ

ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ଜଗନ୍ନାଥ ଏକ୍ସପ୍ରେସ ସେବା ।

Boudh

ଜଙ୍ଗଲରେ ମାଓ କ୍ୟାମ୍ପ ଠାବ

ବୌଦ୍ଧ ଜିଲ୍ଲା ବୁଢାଖୋଲ୍‌ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ । ମାଓ କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି ।

Politics

ରାମ ମନ୍ଦିର ପ୍ରତିଷ୍ଠା ଦିନ କ'ଣ ରହିଛି ବିରୋଧୀଙ୍କ ପ୍ଲାନ୍

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ସୋନିଆ ଗାନ୍ଧି, ରାହୁଲ ଗାନ୍ଧି, ଅଧୀର ରଞ୍ଜନ ଚୌଧୁରୀ ରାମ ମନ୍ଦିର ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ ବୋଲି...

Politics

୨୨ ତାରିଖରେ ଓଡ଼ିଶା ଛୁଟି ଘୋଷଣା ଦାବି କଲା ବିଜେପି

ରାଜ୍ୟ ସରକାର ଆସନ୍ତା ୨୨ ତାରିଖକୁ ରାଜ୍ୟର ସମସ୍ତ ସରକାରୀ କାର୍ୟ୍ୟାଳୟ ଓ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରନ୍ତୁ।