Posts
ଆଜିଠାରୁ ଆରମ୍ଭ ବରଗଡ଼ର ବିଶ୍ବପ୍ରସିଦ୍ଧ ଧନୁଯାତ୍ରା
ଆଜିଠାରୁ ଆରମ୍ଭ ହେଉଛି ବରଗଡ଼ର ବିଶ୍ବପ୍ରସିଦ୍ଧ ଧନୁଯାତ୍ରା।
ମକର ସଂକ୍ରାନ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କୁ...
ହିନ୍ଦୁମାନଙ୍କର ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ।
୪ର୍ଥ ପର୍ଯ୍ୟାୟରେ 5-T ସ୍କୁଲ ରୂପାନ୍ତରଣ; ୬ଟି ଜିଲ୍ଲାର ୩୨୭ଟି...
5-T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ,...
ମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ବୁଲୁଥିବା ଅର୍ପଣ ରଥକୁ ଚାରିଆଡେ...
ଅନ୍ୟପଟେ ରାଜ୍ୟରେ ବୁଲୁଥିବା ଅର୍ପଣ ରଥକୁ ସାଂସଦ ଅପରାଜିତା ଷଡ଼ଙ୍ଗୀ ଟାର୍ଗେଟ କରିଛନ୍ତି ।
ପାରାଦୀପ ବନ୍ଦରରୁ କୋକେନ୍ ଜବତ ଘଟଣା: ଜାହାଜରୁ ଡେଇଁଲେ କ୍ରିଉ...
ପାରାଦୀପ ବନ୍ଦରରୁ କୋକେନ୍ ଜବତ ହୋଇଥିବା ଜାହାଜରୁ ଜଣେ କ୍ରିଉ ସଦସ୍ୟ ଡେଇଁଥିବା ଜଣାଯାଇଛି।
ଆଜି ମହାପ୍ରଭୁଙ୍କ ନବାଙ୍କ ବେଶ
ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେବ
ଉତ୍ସବମୁଖର ଶ୍ରୀକ୍ଷେତ୍ର:ଆସନ୍ତାକାଲିଠୁ ୩ ଦିନ ଧରି କରାଯିବ ଯଜ୍ଞ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଶ୍ରୀକ୍ଷେତ୍ର ଉତ୍ସବମୁଖର । ଚାରିଆଡ଼େ ଶୁଭୁଛି ଜୟ ଜଗନ୍ନାଥ ଧ୍ବନି ।
ବାଲେଶ୍ୱର; ନୀଳଗିରିକୁ ଗଡ଼ିଲା ଯାତ୍ରୀବାହୀ ଟ୍ରେନ୍
ଦୀର୍ଘଦିନର ଅପେକ୍ଷାର ଅନ୍ତ। ବାଲେଶ୍ବର ଜିଲ୍ଲା ନୀଳଗିରିକୁ ଗଡ଼ିଲା ଯାତ୍ରୀବାହୀ ଟ୍ରେନ୍।
ହାଇଟେକ୍ ବିସ୍ଫୋରଣର ତଦନ୍ତ ନିର୍ଦ୍ଦେଶ
ରାଜ୍ୟ ସରକାର ହାଇଟେକ୍ ହସ୍ପିଟାଲରେ ଏସି ବିସ୍ଫୋରଣର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି
ଶିମିଳିପାଳରୁ ୨ ଶିକାରୀ ଗିରଫ
ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ବନଖଣ୍ଡରୁ ୨ଜଣ ଶିକାରୀଙ୍କୁ ସ୍ବତନ୍ତ୍ର ବ୍ୟାଘ୍ର ସୁରକ୍ଷା ବଳଗିରଫ କରିଛନ୍ତି।
ଜଟଣୀରୁ ବିଧାୟକ ପ୍ରାର୍ଥୀ ହେବେ ମନ୍ମଥ
୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିଲାଣି ବିଗୁଲ। ରାଜ୍ୟର ୩ ପ୍ରମୁଖ ଦଳ ଆରମ୍ଭ କରିଲେଣି ରଣନୀତି।
ଏକ ଦେଶ, ଏକ ନିର୍ବାଚନ’ ପ୍ରସ୍ତାବକୁ ମମତାଙ୍କ ବିରୋଧ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ‘ଏକ ଦେଶ, ଏକ ନିର୍ବାଚନ’ ନେଇ କେନ୍ଦ୍ର ସରକାରଙ୍କ ପ୍ରସ୍ତାବରେ ସହମତ ନୁହଁନ୍ତି








