Posts
ଉଜ୍ୱଳା ଦିଦି ଙ୍କ ବିକ୍ଷୋଭ
ଉଜ୍ଵଲା ଯୋଜନା ଦିଦି ଙ୍କୁ କର୍ମ ନିଯୁକ୍ତି ଯୋଗେଇ ଦେବା ପାଇଁ କଟକ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ
ରାଜଧାନୀ ରାସ୍ତାରେ ଜଘନ୍ୟ ହତ୍ୟାକାଣ୍ଡ, ଯୁବକଙ୍କୁ ଖଣ୍ଡାରେ ହାଣିଲେ
ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିଶାଲ ମୃତ ସୁସାନ୍ତଙ୍କ ନାବାଳିକା ଝଆରିଙ୍କୁ ମାସକ ପୂର୍ବରୁ ଅସଦାଚରଣ କରିଥିଲେ ।
ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା
ବଦଳିବ ମାଟ୍ରିକ ପରୀକ୍ଷା ଢାଞ୍ଚା । ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ ।
ଟ୍ରାକରେ ଗଛ: ଅଟକିଲା ଟ୍ରେନ
କାଳବୈଶାଖୀରେ ଗଛ ଡାଳ ପଡିବାରୁ ଅଟକିଲା ପାସେଞ୍ଜେର ଟ୍ରେନ୍ । ରାୟଗଡା ଓ ସିଙ୍ଗାପୁର ଷ୍ଟେସନ ମଝିରେ ଅଟକିଲା ଟ୍ରେନ୍ ।
ଏଣିକି ପ୍ରତି ପଞ୍ଚାୟତକୁ ଗଡ଼ିବ ମୋ’ ବସ୍
ପରବର୍ତ୍ତୀ ସମୟରେ ରାଜ୍ୟର ସମସ୍ତ ପଞ୍ଚାୟତକୁ ମୋ’ ବସ୍ ଗଡ଼ିବା ନେଇ କହିଛନ୍ତି ବାଣିଜ୍ୟ ଓ ପରିବହନ ସଚିବ।
ସୁଶାନ୍ତଙ୍କୁ ପଶ୍ଚିମ ଓଡିଶାର ୯ ଜିଲ୍ଲା ଦାୟିତ୍ୱ
ମନ୍ତ୍ରୀ ପଦ ନମିିଳିବା ନେଇ ବିଜେଡି ବିଧାୟକ ସୁଶାନ୍ତ ସିଂଙ୍କ ସମର୍ଥକ ଅସନ୍ତୋଷ ପ୍ରକାଶ କରିବା ପରେ ଏବେ ତାଙ୍କ ମାନଭଞ୍ଜନ ପାଇଁ ବିଜେଡିର ପ୍ରୟାସ ।
ଘର ସମ୍ମୁଖରୁ ୮ଫୁଟର ଅଜଗର ସାପ ଉଦ୍ଧାର
ମାଲକାନଗିରି ଚିତ୍ରକୋଣ୍ଡା ଦୁର୍ଗା ମନ୍ଦିର କୋଲାନିରୁ ୮ଫୁଟର ଅଜଗର ସାପ ଉଦ୍ଧାର।
ତୁମୁଡ଼ିବନ୍ଧ ଜଙ୍ଗଲରେ ନକ୍ସଲ – ସୁରକ୍ଷାକର୍ମୀ ଗୁଳି ବିନିମୟ
କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଥିବା ସୂଚନା ମିଳିଛି।
ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ପୋଲିସ ଗାଡିକୁ ପିଟିଲା ଟ୍ରକ୍, ହୋମଗାର୍ଡ ଓ ଡ୍ରାଇଭର ମୃତ
ବୌଦ୍ଧ ଜିଲ୍ଲା କମଳପୁର ଛକ ନିକଟରେ ସଡ଼କ ଦୁର୍ଘଟଣାରେ ୨ ଜଣ ପ୍ରାଣ ହରାଇଛନ୍ତି ।
ବଲାଙ୍ଗିରରେ ଯୁବକଙ୍କୁ ନିର୍ମମ ହତ୍ୟା
ମେଲୋଡି ଦେଖି ଫେରୁଥିବାବେଳେ ଧାରୁଆ ଅସ୍ତ୍ରରେ ଆକ୍ରମଣ କଲେ ଦୁର୍ବୃତ୍ତ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଭଙ୍ଗାହେଲା ବଡ଼ଆଖଡ଼ା ମଠ ଘର
ବହୁଦିନର ନିରବତା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ପାଇଁ ଆଜି ପୁଣି ଉଚ୍ଛେଦ ଆରମ୍ଭ ହୋଇଛି।
ପଢିବେ ଅନ୍ୟୁନ ୫୦୦ ଜଣ ଛାତ୍ରୀ
ଉନ୍ନୟନ କାର୍ଯ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ ଆଇ.ଟି.ଆଇ. ଏବଂ ପଲିଟେକ୍ନିକରେ ପଢିବେ ଅନ୍ୟୁନ ୫୦୦ ଜଣ ଛାତ୍ରୀ
ମା ମଙ୍ଗଳାଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ କଳସ ଯାତ୍ରା
ଦୋଳମଣ୍ଡପ ସାହି ସ୍ଥିତ ରାଧାକୃଷ୍ଣ ବଜାରରେ ମା ମଙ୍ଗଳାଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ ଏକ କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି








