Posts
ଭାଷଣ ଓ ଭବିଷ୍ୟବାଣୀକୁ ନେଇ ଚର୍ଚ୍ଚାରେ ଶ୍ରମମନ୍ତ୍ରୀ ସାରଦା ନାୟକ
ବିଭିନ୍ନ ସମୟରେ ରାଜ୍ୟ ଶ୍ରମମନ୍ତ୍ରୀ ସାରଦା ନାୟକ ଚର୍ଚ୍ଚାରେ ରୁହନ୍ତି
ରାତି ୧ ଘଟିକାରୁ ୨ଘଟିକା ମଧ୍ୟରେ ଧବଳେଶ୍ୱରଙ୍କ ପାଖରେ ଉଠିବ ମହାଦୀପ
ଶୁକ୍ରବାର ପ୍ରଭୁ ଧବଳେଶ୍ୱରଙ୍କ ଜାଗର ତଥା ମହାଶିବରାତ୍ରୀ ବ୍ରତ ପାଳନ ହେବ।
ବିଜେଡିରେ ମିଶିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର
ପାଟକୁରାର ବିକାଶକୁ ଆଗକୁ ନେବି। ଆଶା କରୁଛି ନବୀନବାବୁଙ୍କ ଆଶୀର୍ବାଦ ମୋ ଉପରେ ରହିବ।
ମେଣ୍ଟ ନେଇ କେନ୍ଦ୍ର ନିଷ୍ପତ୍ତି ନେବ : ଜୁଏଲ
ବିଜେପି ମିଟିଂରେ ଉପସ୍ଥିତ ଥିବା ସାଂସଦ ଜୁଏଲ ଓରାମଙ୍କ ପ୍ରତିକ୍ରିୟା
ଆମେଥି ଓ ୱାୟନାଡରୁ ଲଢିବେ ରାହୁଲ ଗାନ୍ଧି
କଂଗ୍ରେସ ନେତା ରାହୁଲ ଗାନ୍ଧି ଉତ୍ତରପ୍ରଦେଶର ଆମେଥି ଓ କେରଳର ୱାୟନାଡରୁ ଲୋକସଭା ନିର୍ବାଚନ ଲଢ଼ିବେ
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ଘର ବାହୁଡ଼ା, କଂଗ୍ରେସରେ...
ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି କଂଗ୍ରେସ ଦଳରେ ରାଜନୈତିକ ଉଷ୍ମତା ସେତିକି ବଢ଼ିବାରେ ଲାଗିଛି।
ଦେଶରେ ପ୍ରଥମ ଥର ପାଣି ଭିତରେ ଚାଲିଲା ଟ୍ରେନ୍
ପ୍ରଧାନମନ୍ତ୍ରୀ ମୋଦୀ ଆଜି କୋଲକାତାରେ ଦେଶର ପ୍ରଥମ ଅଣ୍ଡରୱାଟର ଟନେଲ ମେଟ୍ରୋ ଉଦଘାଟନ କରିବା ସହ ନିଜେ ଯାତ୍ରା କରିଛନ୍ତି ।
ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ; ବିଜେଡି-ବିଜେପି ମଧ୍ୟରେ...
ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ; ବିଜେଡି-ବିଜେପି ମଧ୍ୟରେ ହୋଇପାରେ ମେଣ୍ଟ
ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ
ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ ।
ଅନୁଗୁଳରେ 5T ଅଧ୍ୟକ୍ଷ
ଅନୁଗୁଳ କିଶୋରନଗର ବଡ଼ପଡ଼ିଆରେ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ।
ପଦ୍ମ ଧରିଲେ ନାଲ୍କୋର ପୂର୍ବତନ ସିଏମ୍ଡି ତପନ ଚାନ୍ଦ
ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ଓ ବିଜେଡିର ବହୁ ବରିଷ୍ଠ ନେତା ଓ ବିଧାୟକମାନେ ବିଜେପିରେ ସାମିଲ ହେଉଛନ୍ତି।
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ‘ନବୀନ କାର୍ଡ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ,...
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ବିଏସକେଓ୍ବାଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି...








