Posts
ଫେବୃଆରୀରେ ୧୨.୫ ପ୍ରତିଶତ ବଢିଲା ଜିଏସଟି ଆଦାୟ
୨୦୨୪ ଫେବୃଆରୀ ମାସର ଜିଏସଟି ଆଦାୟ ରିପୋର୍ଟ ପ୍ରକାଶ ପାଇଛି
ଆଜି ନବୀନ ନିବାସ ଘେରିବ ଯୁବ କଂଗ୍ରେସ
ଆଜି ନବୀନ ନିବାସ ଘେରିବ ଯୁବ କଂଗ୍ରେସ। ଦୀର୍ଘ ୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଏବଂ ଭ୍ରଷ୍ଟାଚାର ବଢିଚାଲିଛି ଏବଂ ରାଜ୍ୟ ସରକାର ଯୁବକମାନଙ୍କ ସହ ପ୍ରତାରଣା...
ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି; ବଢ଼ିଲା ଗଣଶିକ୍ଷକଙ୍କ ଦରମା
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।
ମାନ୍ୟବର ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କଲେ 192 ଲକ୍ଷ ଟଙ୍କା ର ପାନୀୟ...
ବହୁ ଦିନର ପାନୀୟ ଜଳ ସମସ୍ୟା ସୋରଡା ବାସୀ ଙ୍କ ଦୂର ହୋଇଛି ।
ସ୍ୱାସ୍ଥ୍ୟ ବିଭାଗର ୬ ପ୍ରସ୍ତାବ ସମେତ ୮ ପ୍ରସ୍ତାବକୁ କ୍ୟାବିନେଟ୍...
ରାଜ୍ୟ କ୍ୟାବିନେଟର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସି ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ସମେତ ମୋଟ ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି ।
ବଢିଲା ଅଙ୍ଗନବାଡି କର୍ମୀଙ୍କ ଦରମା
ବଢିଲା ଅଂଗନବାଡି କର୍ମୀଙ୍କ ଦରମା । ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଏହିପରି ଏକ ବଡ ଘୋଷଣା କରିଛନ୍ତି ।
୧୩୩ଟି ନୂତନ ପ୍ରାଣୀ ସେବା ଯାନ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୧୩୩ଟି ନୂତନ ପ୍ରାଣୀ ସେବା ଯାନ ଲୋକାର୍ପଣ କରିଛନ୍ତି
ରତ୍ନ ଭଣ୍ଡାର ତଦାରଖ କମିଟି: ଜଷ୍ଟିସ ଅରିଜିତ୍ ପଶାୟତ ଅଧ୍ୟକ୍ଷ
ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ...
ଶ୍ରୀମନ୍ଦିର ବାହାର ରତ୍ନ ଭଣ୍ଡାର କାନ୍ଥରେ ଫାଟ
ଶ୍ରୀମନ୍ଦିର ବାହାର ରତ୍ନ ଭଣ୍ଡାର କାନ୍ଥରେ ଫାଟ। ଜଳଜଳ ହୋଇ ଫାଟ ଦେଖାଯାଉଛି
ଆଜି ପ୍ରାର୍ଥୀଙ୍କ ନାମ ଘୋଷଣା କରିପାରେ ବିଜେପି
ବିଜେପିରେ କେନ୍ଦ୍ରୀୟ ନିର୍ବାଚନ କମିଟିର ପ୍ରଥମ ବୈଠକ ଆଜି ଦିଲ୍ଲୀରେ ବସିବ
ଭିଜିଲାନ୍ସ ଜାଲରେ ଫସିଲେ ଇଏସ ଆଇ ଡିସପେନସାରୀର ବରିଷ୍ଠ କିରାଣୀ
ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଫସିଲେ ଇଏସଆଇ ଡିସପେନସରୀ ବରିଷ୍ଠ କିରାଣୀ ଅଭିରାମ ସାହୁ








