ଅଯୋଧ୍ୟା ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ଯଜମାନୀ କାର୍ଯ୍ୟ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଅଯୋଧ୍ୟା ରାମ ମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଅଯୋଧ୍ୟା ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ଯଜମାନୀ କାର୍ଯ୍ୟ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଅଯୋଧ୍ୟା ରାମ ମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରାଣ ପ୍ରତିଷ୍ଠା ଯଜମାନୀ କାର୍ଯ୍ୟ ଆରମ୍ଭ କଲେ । ସିଂହଦ୍ୱାର ଦେଇ ମନ୍ଦିରକୁ ପ୍ରବେଶ କଲେ ମୋଦି । ଗର୍ଭଗୃହରେ ପୂଜନ କାର୍ଯ୍ୟରେ ପ୍ରଧାନମନ୍ତ୍ରୀ ମୋଦି । ଆର୍‌ଏସ୍‌ଏସ୍ ମୁଖ୍ୟ ମୋହନ ଭାଗବତ ଗର୍ଭଗୃୟରେ ଉପସ୍ଥିତ ଥିବା ସୂଚନା ରହିଛି ।