ମଙ୍ଗଳବାର ଓଡିଶା ଆସିବେ ମୋଦୀ

ମଙ୍ଗଳବାର ଆସିବେ ମୋଦୀ । ୧୭ତାରିଖ ମଙ୍ଗଳବାର ଦିନ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମଙ୍ଗଳବାର ଓଡିଶା ଆସିବେ ମୋଦୀ

ମଙ୍ଗଳବାର ଆସିବେ ମୋଦୀ । ୧୭ତାରିଖ ମଙ୍ଗଳବାର ଦିନ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତସୂଚୀ ନେଇ ଆସିଲା ବିସ୍ତୃତ ବିବରଣୀ । ପୂର୍ବାହ୍ନ ୧୧ଟା ୩୫ରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ୧୧ଟା ୫୫ରେ ଜନତା ମଇଦାନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ୧୨ଟାରୁ ସଭା, ବିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବେ ମୋଦୀ । ଜନତା ମଇଦାନ ସଭା ପରେ ଏୟାରପୋର୍ଟ ଯାଇ ସେଠୁ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ପ୍ରଧାନମନତ୍ରୀ ।