Last seen: 1 year ago
Copy Editor Of Onm
ଅନ୍ୟପକ୍ଷରେ ସେହିଦିନ ଓଡ଼ିଶା ସମେତ ସାରା ଦେଶରେ ୭୦ ବର୍ଷରୁ ଅଧିକ ବୟସ୍କଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ।
କେନ୍ଦ୍ର ସରକାରଙ୍କ ବହୁ ଆକାଂକ୍ଷିତ ଆୟୁଷ୍ମାନ ଭାରତ ଯୋଜନା ଆଜିଠୁ ୨୯ତାରିଖରୁ ରାଜ୍ୟରେ କାର୍ଯ୍ୟକାରୀ ହେବ।
ଐତିହାସିକ କଟକ ବାଲିଯାତ୍ରା ଉଦ୍ଘାଟନୀ ଉତ୍ସବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିବା ନେଇ ଚର୍ଚ୍ଚା ଜୋର୍ ଧରିଛି
ଆସନ୍ତା ନଭେମ୍ବର ୧ ତାରିଖରୁ ରାଜ୍ୟବ୍ୟାପୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବେ
ବହୁ ଦୁର୍ନୀତିଖୋର ଅଧିକାରୀ ବନ୍ଧା ହେଲେଣି ଓ ଯେଉଁମାନେ ବନ୍ଧା ହୋଇ ନାହାନ୍ତି ସେମାନଙ୍କ ଛାତିରେ ଛନକା ପଶି ଗଲାଣି
ସୁଭଦ୍ରା' ଯୋଜନା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି
ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି
ସାମୁଦ୍ରିକ ବାତ୍ୟା ‘ଦାନା’ର ପ୍ରଭାବରେ ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲା ସମେତ ଅନ୍ୟ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ଅଞ୍ଚଳକୁ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ...
ସ୍ୱର୍ଗୀୟ ରାମଦାସ ଅଗ୍ରୱାଲଙ୍କ ବିଚାରଙ୍କୁ ସମ୍ମାନ ଜଣାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି।
ଭରତପୁର ଥାନାରେ ମେଜରଙ୍କ ବାନ୍ଧବୀଙ୍କୁ ମାଡ଼ ମରାଯିବା ମାମଲାରେ ଜଷ୍ଟିସ ଚିତ୍ତରଞ୍ଜନ ଦାସ କମିଶନଙ୍କ ନିକଟରେ ସତ୍ୟପାଠ ଦାଖଲ କଲେ ମେଜର ଓ ତାଙ୍କ ବାନ୍ଧବୀ
14 ଜିଲ୍ଲା ପ୍ରଭାବିତ ହୋଇଥିବା ନେଇ ରାଜସ୍ବ ଓ ବିପର୍ଯୟ ମନ୍ତ୍ରୀ ଙ୍କ ସୂଚନା
ସରକାରୀ ଅର୍ଥର ଦୁରୁପଯୋଗ ଅଭିଯୋଗରେ କଟକ ଜିଲ୍ଲା ମାହାଙ୍ଗା ବ୍ଲକ୍ ବରାହିପୁର ସରପଞ୍ଚ ରଶ୍ମିତା ସ୍ୱାଇଁଙ୍କୁ ନିଲମ୍ବନ କରାଯାଇଛି
ବାତ୍ୟା ଦାନା ପ୍ରଭାବରେ ଏବେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି
ପୂର୍ବ ଶତ୍ରୁତାକୁ ନେଇ ଯୁବକକୁ ମରଣାନ୍ତକ ଆକ୍ରମଣ