Last seen: 1 year ago
Copy Editor Of Onm
ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ରୋଗୀ ନେଇ ଯାଉଥିବା ବେଳେ ଅଧାବାଟରେ ୧୦୮ ଆମ୍ବୁଲାନ୍ସ ଚକା ଫାଟିଯାଇଛି।
କେନ୍ଦ୍ର ସରକାର ଗରିବ ଲୋକଙ୍କ ହିତସାଧନ ପାଇଁ ଆରମ୍ଭ କରିଥିଲେ ଇ-ଶ୍ରମ ଯୋଜନା। ଅସଂଗଠିତ କ୍ଷେତ୍ରର ଶ୍ରମିକଙ୍କୁ ଗୋଟିଏ ପ୍ଲାଟଫର୍ମରେ ଯୋଡ଼ିବା ଏହି ଯୋଜନାର...
ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ । ରାଜ୍ୟ ସରକାରଙ୍କୁ ନୋଟିସ୍ କଲେ ହାଇକୋର୍ଟ
ରାୟଗଡ଼ା ସଦର ମହକୁମାରେ ଅବସ୍ଥାପିତ ଚତୁର୍ଥ ବାଟାଲିୟନର ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସୁନୀଲ କୁମାର ଆତ୍ମହତ୍ୟା କରିଛନ୍ତି।
ବର ନାଁରେ ପୂର୍ବରୁ ଦୁଷ୍କର୍ମ ଅଭିଯୋଗ ରହିଥିଲା, ଆଉ ସେହି ଅଭିଯୋଗ ଆଧାରରେ ତାଙ୍କୁ ଗିରଫ କରିଛି ପୋଲିସ୍
ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ହଜାର ହଜାର ବିଜେପି କର୍ମୀ ଓ ସମର୍ଥକଙ୍କର ଲମ୍ବା ଧାଡ଼ି ଲାଗିଥିଲା।
ଆଜି ଅପରାହ୍ଣ ୫.୩୦ରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା ।
ନବରଙ୍ଗପୁରରେ କାଶ୍ମୀରର ଭ୍ରମ । ବରଫର ଚାଦର ଭର୍ତ୍ତି ହୋଇଗଲା ପୂରା ଅଞ୍ଚଳ
ଜାତୀୟ ଜନଜାତି କମିଶନ୍ ସଦସ୍ୟ ଅନନ୍ତ ନାୟକ କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁର ଗସ୍ତରେ ଆସୁଛନ୍ତି।
ମାଓବାଦୀଙ୍କ ଲଙ୍କାକାଣ୍ଡ । ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ମାଓବାଦୀ ଲଙ୍କାକାଣ୍ଡ କରିଛନ୍ତି ।
ଝାରସୁଗୁଡ଼ା ଉପନିର୍ବାଚନ ନେଇ ସିଇଓଙ୍କୁ ଫେରାଦ ହେଲା ବିଜେଡି ।
ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନରେ ୯ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ବନ୍ଦ୍ବିତା କରିବେ। ଏଥିଲାଗି ସମୁଦାୟ ୧୦ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର...
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ।