‘ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ଦିଆଯିବ ନୂଆ ରାସନ କାର୍ଡ’

ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ

‘ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ଦିଆଯିବ ନୂଆ ରାସନ କାର୍ଡ’

ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ । ଆଜି ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏଭଳି ସୂଚନା ଦେଇଛନ୍ତି । ସେ କହିଛନ୍ତି ଏବେ E-KYC ଯାଞ୍ଚ ଚାଲିଛି, ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି । ନୂଆ ରାସନ କାର୍ଡ ପାଇଁ ୯ ଲକ୍ଷରୁ ଅଧିକ ହିତାଧିକାରୀ ଆବେଦନ କରିଥିବା ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି ।