ସମ୍ବଲପୁରରେ ପ୍ରଣବ ପ୍ରକାଶ ଦାସ; ମା' ସମଲେଇଙ୍କୁ କଲେ ଦର୍ଶନ
ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି

ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ପ୍ରକାଶ ପାଇଛି ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।